ରସାୟନ ବିଜ୍ଞାନରେ ଡେଭିଡ ବେକର, ଡେମିସ ହାସାବିସ୍ ଏବଂ ଜନ୍ ଜମ୍ପର୍ଙ୍କୁ ମିଳିବ ନୋବେଲ୍ ନୂଆଦିଲ୍ଲୀ,୯ା୧୦: ଆମେରିକାର ବୈଜ୍ଞାନିକ ଡେଭିଡ ବେକର ଏବଂ ଜନ୍ ଜମ୍ପର ଏବଂ ବ୍ରିଟେନର ଡେମିସ୍ ହାସାବିସଙ୍କୁ ରସାୟନ ବିଜ୍ଞାନରେ ୨୦୨୪ ନୋବେଲ ପୁରସ୍କାର ମିଳିବ। ପ୍ରୋଟିନର ଗଠନପ୍ରଣାଳୀ ବୁଝିବାକୁ କରିଥିବା କାର୍ଯ୍ୟ ପାଇଁ ସେମାନଙ୍କୁ ଏହି ପୁରସ୍କାର ମିଳିବ। ଏହି...