କିସ୍ ଛାତ୍ର ମୃତ୍ଯୁ ଘଟଣାକୁ ନେଇ ଉଦ୍ବେଗ ପ୍ରକାଶ କଲେ ବଳଭଦ୍ର ମାଝୀ, କହିଲେ ଶିକ୍ଷାନୁଷ୍ଠାନ ଉପରେ… ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ର ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ସତ ସାମ୍ନାକୁ ଆସିବାରେ ଲାଗିଛି । କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ନେଇ ପୋଲିସ କମିଶନର ସ୍ପଷ୍ଟ କରିବା ପରେ ଏବଂ ସାଂସଦ ବଳଭଦ୍ର ମାଝୀଙ୍କ ପ୍ରତିକ୍ରିୟା ସାମ୍ନାକୁ...