ଯନ୍ତ୍ରୀ-ଠିକାଦାରଙ୍କୁ ଏକାଠି ବସାଇ ବୁଝାମଣା ପ୍ରୟାସ: ୩ ଘଣ୍ଟା ପରେ ବି କେସ୍ ରୁଜୁ କରିନି ପୋଲିସ
ବଲାଙ୍ଗୀର,୨୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାସ୍ତା ଓ କୋଠା ବିଭାଗ ନିର୍ବାହୀ ଯନ୍ତ୍ରୀ ଓ ଠିକାଦାରମାନେ ମୁହାଁମୁହିଁ ହୋଇଛନ୍ତି। ପରସ୍ପର ବିରୋଧରେ ଉଭୟ ପକ୍ଷ ଟାଉନ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଥାନାରେ ଠିକାଦାର ଓ ବିଭାଗୀୟ ଯନ୍ତ୍ରୀ, ଷ୍ଟାଫ୍ ଆସି…
ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର
ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍କ୍ଲେଭ ୨୦୨୫’ରେ ଏନେଇ ଘୋଷଣା କରିଥିଲେ। ଏହାପରେ ବଲାଙ୍ଗୀର ଜିଲାରେ ନିଯୁକ୍ତିଭିତ୍ତିକ ଟେକ୍ସଟାଇଲ ଏବଂ…
ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍ ନଃ ଶିବାୟ
ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି । ଶିବଙ୍କ ଦର୍ଶନ ପାଇଁ ସକାଳଠାରୁ ପୀଠଗୁଡ଼ିକରେ ଭକ୍ତଙ୍କ ଗହଳି ଲାଗି ରହିଥିଲା। ଶ୍ରଦ୍ଧାଳୁମାନେ…
ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ ନିଶା: ଗିରଫ ଭୟରେ ଆଗୁଆ ଜାମିନ ଆବେଦନ ପରେ ଏବେ…
ବଲାଙ୍ଗୀର,୬ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିଛି। ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ନିଶାଙ୍କ ନାଁରେ ମାମଲା ରୁଜୁ ହୋଇଥିଲା। ପୋଲିସ ନିଜ ଆଡୁ ମାମଲା…
ବଲାଙ୍ଗୀରରେ ସାଧାରଣତନ୍ତ୍ର ସମାରୋହ: କୃତୀ ପ୍ରତିଯୋଗୀଙ୍କୁ ପୁରସ୍କୃତ କରି ଜିଲାପାଳ କହିଲେ…
ବଲାଙ୍ଗୀର,୨୬ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସଦର ମହକୁମାରେ ଜିଲାସ୍ତରୀୟ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଗାନ୍ଧୀନଗର ପଡ଼ାସ୍ଥିତ ମହାତ୍ମାଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଓ ଗାନ୍ଧୀ ଭବନ ସମ୍ମୁଖ ମହାତ୍ମା ଗାନ୍ଧୀ ମୂର୍ତ୍ତି ଓ ଶିଶୁ ଉଦ୍ୟାନ ନିକଟସ୍ଥ ନେତାଜୀ ସୁଭାଷ ବୋଷଙ୍କ…
ନଦୀରୁ ମିଳିଲା ଖଣ୍ଡ ବିଖଣ୍ଡିତ ମୃତଦେହ: ପ୍ରଥମେ ପାଦ ପରେ ମିଳିଲା…
ବଲାଙ୍ଗୀର/ପାଟଣାଗଡ଼,୧୮।୧(ସୁନିଲ ମହାନ୍ତି/ସଚ୍ଚିଦାନନ୍ଦ ମହାକୁର) ବଲାଙ୍ଗୀର ଜିଲା ଲରମ୍ଭା ଥାନା ହିର୍ଲି ନଦୀରୁ ଖଣ୍ଡ ବିଖଣ୍ଡିତ ମୃତଦେହ ରବିବାର ଠାବ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ଏହି ଘଟଣାର କୋଣସି ପରିଚୟ ମିଳିପାରିନାହିଁ। ଲରମ୍ଭା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି। ନଦୀ…
ନିଶାଙ୍କ ଅଶ୍ଳୀଳ ନୃତ୍ୟରେ ମସ୍ଗୁଲ ପୋଲିସ ବାବୁ, ଭିଡିଓ ଭାଇରାଲ ପରେ…
ବଲାଙ୍ଗୀର,୧୬ା୧(ସୁନିଲ କୁମାର ମହାନ୍ତି): ଚନ୍ଦନଭାଟି ଗାଁ ଅପେରା ମଞ୍ଚରେ ନିଶା ମହାରଣା ଅଶ୍ଳୀଳ ନୃତ୍ୟ ପରିବେଷଣ କରିଥିଲେ। ଏନେଇ ସଦର ଥାନା ପୋଲିସ ନିଶାଙ୍କ ନାଁରେ ମାମଲା ରୁଜୁ କରିଥିଲା। ତେବେ ଏହି ଅଶ୍ଳୀଳକୁ ଖୋଦ୍ ପୋଲିସ ବାବୁ ବସି ଦେଖୁଥିଲେ।…
ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିଲେ ଗାୟିକା କୁନି ଛତ୍ରିଆ, ଆଉ ଶୁଭିବନି ତାଙ୍କ…
ବଲାଙ୍ଗୀର,୧୫ା୧(ସୁନିଲ କୁମାର ମହାନ୍ତି): ଆଉ ଶୁଭିବନି ତାଙ୍କ ଘୁଡ଼କା ବାଦ୍ୟ। ଘୁଡୁକା ବାଦ୍ୟ ସହ ଲୋକଗୀତ ଗାଇ ଭାବେ ବେଶ୍ ସୁନାମ ଅର୍ଜନ କରିଥିଲେ ଗାୟିକା କୁନି ଛତ୍ରିଆ। ସେ ୭ ଦିନ ହେବ ଅସୁସ୍ଥତା ଅନୁଭବ କରିବା ପରେ ତାଙ୍କୁ…
ଗ୍ରାମବାସୀଙ୍କୁ ଦୃଢ଼ ପ୍ରତିଶ୍ରୁତି ଦେଲେ ଅତିରିକ୍ତ ଏସ୍ପି, ସରପଞ୍ଚ କହିଲେ…
ବଲାଙ୍ଗୀର,୧୨ା୧(ସୁନିଲ କୁମାର ମହାନ୍ତି): ସଦର ଥାନା କୁଶମେଲ ପଞ୍ଚାୟତରୁ କିଛିଦିନ ତଳେ ଇଲେକ୍ଟ୍ରି ତାର ଚୋରି ହୋଇଥିଲା। ଲୋକେ ପୋଲିସକୁ ଖବର ଦେବାରୁ ସଦର ପୋଲିସ ଚୋରମାନଙ୍କୁ ଥାନାକୁ ଆଣି ପରେ ଛାଡ଼ିଦେଇଥିଲା। ସୋମବାର ସକାଳୁ କୁଶମେଲ ସରପଞ୍ଚ କୌସ୍ତୁଭ ସାହୁଙ୍କୁ…
ହତ୍ୟାକାରୀଙ୍କୁ ଗିରଫ ଦାବିରେ ରାସ୍ତାରୋକୋ, ଜାତୀୟ ରାଜପଥରେ ମୃତଦେହ ରଖି…
ବଲାଙ୍ଗୀର,୯ା୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଶାନ୍ତିପଡ଼ାର ନିଖୋଜ ପ୍ରବୀଣ ମହାଲିଙ୍ଗ (ମୁଟୁ)ଙ୍କ ମୃତଦେହ ଶୁକ୍ରବାର ସଦରଥାନା ପଥରଚେପା ପୋଖରୀରୁ ୫ ଦିନ ପରେ ଉଦ୍ଧାର କରାଯାଇଥିଲା। ମୃତଦେହକୁ ୫୭ନଂ ରାଜ୍ୟ ରାଜପଥ ଶାନ୍ତିପଡ଼ା ଛକ ରାସ୍ତା ରଖି ପରିବାର ଲୋକେ…
ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ
ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା ଏହି ଫଳ ବଜାରରେ ନିଆଁ ଲାଗି ହୁତୁହୁତୁ ହୋଇ ଜଳିଯାଇଛି ୫୦ରୁ ଊର୍ଦ୍ଧ୍ବ ଫଳ…
ଶୀତ କାକରରେ ଆୟୁଷ ଡାକ୍ତରୀ ଛାତ୍ରଛାତ୍ରୀ: ବଲାଙ୍ଗୀରରେ ଦାବି ପୂରଣ ନେଇ ଅହୋରାତ୍ର ଆନ୍ଦୋଳନ ଆରମ୍ଭ
ବଲାଙ୍ଗୀର,୩୦।୧୧(ସୁନିଲ କୁମାର ମହାନ୍ତି): ଦୀର୍ଘ ୭ ଦିନରୁ ଅଧିକ ସମୟ ଧରି ଆନ୍ଦୋଳନ କରୁଥିବା ନିଖିଳ ଓଡ଼ିଶା ଆୟୁଷ ଛାତ୍ର ସଙ୍ଗଠନ ପକ୍ଷରୁ ଦାବି ପୂରଣ ନହେବାରୁ ରବିବାରଠାରୁ ଅହୋରାତ୍ର ଆନ୍ଦୋଳନ ଆରମ୍ଭ ହୋଇଛି। ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଓ…
Archives


