Tag Archives: balangir accident

ସ୍କୁଟି-ବାଇକ୍ ମୁହାଁମୁହିଁ ଧକ୍କା; ଦୁର୍ଘଟଣାରେ ସ୍ତ୍ରୀ ଆଗରେ ସ୍ବାମୀଙ୍କ ମୃତ୍ୟୁ, ଡାଏଲେସିସ ପାଇଁ ଯାଉଥିଲେ

ବଲାଙ୍ଗୀର,୧୨ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଫଟା ବାହାଲରୁ ଯାମୁଟିଆ ଯାଇଥିବା ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ସ୍କୁଟି ଓ ବାଇକ୍ ମୁହାମୁହିଁ ଧକ୍କା ହେବା ଫଳରେ ଉପରବାହାଲ ଗାଁର ସ୍କୁଟି ଆରୋହୀ ଛବିନ୍ ସାହୁ…

ଗାଈପଲକୁ ଧକ୍କା ଦେଲା ଅଜଣା ଗାଡ଼ି, ଛିଟିକି ହୋଇ ପଡିଲେ….

ବଲାଙ୍ଗୀର,୨୧।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ପେଲେସ ଲାଇନ ଛକ ୨୬ ନମ୍ବର ଜାତୀୟ ରାଜପଥରେ ଗାଡ଼ି ମଟର ଚଳାଚଳ ବନ୍ଦ ରହିଛି । ଅଜଣା ଗାଡ଼ି ଧକ୍କାରେ ୨ ଗାଈଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଗାଈ ଗୁରୁତର ଆହତ…

ପ୍ରସୂତିଙ୍କୁ ନେଇ ଯାଉଥିବା ବେଳେ ପିଟିଦେଲା ଟ୍ରକ; ମାଇଁ ମୃତ, ୨ ଗୁରୁତର

ବଲାଙ୍ଗୀର,୧୬।୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଭାଲୁ ଡୁଙ୍ଗୁରିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏକ ଟ୍ରକ ଧକ୍କାରେ ମାଇଁଙ୍କର ମୃତ୍ୟୁ ହୋଇଥିବା ବେଳେ ଭଣଜା ସମେତ ପ୍ରସୂତି ମହିଳା ଗୁରୁତର ହୋଇଛନ୍ତି । ସୂଚନା ମୁତାବକ…

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ ଉପରେ ଚଢି ଯାଇଛି । ଗୋଡ ଉପରେ ଚଢ଼ି ଯିବାରୁ ଅଧିକ ରକ୍ତସ୍ରାବ ହୋଇଥିଲା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri