ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା
ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା ସହ ଛାତ୍ରମାନଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଥିବା ଦେଖିବାକୁ ମିଳିଛି। କଲେଜ କ୍ୟାମ୍ପସରେ ଅଣଛାତ୍ର…

