‘ବଲାଙ୍ଗୀର ଦିନ୍’ ଉତ୍ସବର ଶୁଭାରମ୍ଭ: ନାଚ-ଗୀତରେ କମ୍ପିଲା ସହର, ରଙ୍ଗାରଙ୍ଗ ଶୋଭାଯାତ୍ରାରେ ଝୁମିଲେ ଲୋକେ
ବଲାଙ୍ଗୀର,୧।୧୧(ସୁନିଲ କୁମାର ମହାନ୍ତି): ଷଷ୍ଠ ‘ବଲାଙ୍ଗୀର ଦିନ୍’ ଉତ୍ସବ ପାଳନ ଆଜି ରବିବାର ଏକ ଭବ୍ୟ ସାଂସ୍କୃତିକ ଶୋଭାଯାତ୍ରା ସହ ଶୁଭାରମ୍ଭ ହୋଇଯାଇଛି। ବଲାଙ୍ଗୀର ଦିନ୍ ଆୟୋଜକ ସମିତିର ଅଧ୍ୟକ୍ଷ ଗୋପାଲଜୀ ପାଣିଗ୍ରାହୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପୂର୍ବାହ୍ନ ସାଢ଼େ ୧୧ଟାରେ ସ୍ଥାନୀୟ…

