ବଲାଙ୍ଗୀର ହସ୍ପିଟାଲରେ ଅଘଟଣ: ଶିଶୁ ସହ ମା’ର ମୃତ୍ୟୁ ପରେ ସ୍ବାମୀଙ୍କୁ ମାଡ଼ ଅଭିଯୋଗ
ବଲାଙ୍ଗୀର,୨୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟସ୍ଥିତ ଶିଶୁ ଓ ମାତୃ ହସ୍ପିଟାଲରେ ଗୁରୁବାର ଶିଶୁ ଓ ମା’ ମୃତ୍ୟୁ ଘଟଣାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଗତ ରବିବାର କଣ୍ଟାବାଞ୍ଜି ଆଶ୍ରମପଡ଼ାର ଅନୀଲ ବେହେରାଙ୍କ ସ୍ତ୍ରୀ ମଞ୍ଜୁଲତାଙ୍କ ଗର୍ଭରେ…
୩ ମାସରୁ ଅଧିକ ହେବ ବନ୍ଦ ପଡ଼ିଛି ରକ୍ତଭଣ୍ଡାର, ରୋଗୀସେବା ବ୍ୟାହତ
ବଲାଙ୍ଗୀର/କଣ୍ଟାବାଞ୍ଜି,୮ା୨(ସୁନିଲ କୁମାର ମହାନ୍ତି/ଗୁରୁ ଦୟାଲ ହଂସ): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଗତ ୨୦୦୯ରେ ବିଜୁ ପଟ୍ଟନାୟକ ରକ୍ତଭଣ୍ଡାର ସ୍ଥାପିତ ହୋଇଥିଲା। ଏହି ରକ୍ତଭଣ୍ଡାରକୁ ତତ୍କାଳୀନ ପୂର୍ବତନ ବିଧାୟକ ଆୟୁବ ଖାଁଙ୍କ ପ୍ରଚେଷ୍ଟାରେ ହୋଇଥିଲା। ଏହି ରକ୍ତଭଣ୍ଡାର ୪୦ କିଲୋମିଟର…
ହସ୍ପିଟାଲରେ ବିସ୍ଫୋରଣ: ଅନ୍ଧାରରେ ରହିଲେ ରୋଗୀ, ଜଣଙ୍କର ମୃତ୍ୟୁ
ବଲାଙ୍ଗୀର,୩୦ା୧୧(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଶୁକ୍ରବାର ରାତିରୁ ବିଜୁଳି ଯୋଗାଣ ବନ୍ଦ ରହିଛି। ଫଳରେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ରୋଗୀମାନେ ରାତି ଓ ଦିନରେ ଅନ୍ଧାରରେ ଓ୍ବାର୍ଡ୍ରେ ରହିଥିଲେ। ଶୁକ୍ରବାର ରାତିରେ ବଦ୍ୟୁତ୍ ଶଟ୍ସର୍କିଟ…

