ପାରିବାରିକ କଳହର କରୁଣ ପରିଣତି, ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ସ୍ବାମୀ ବଲାଙ୍ଗୀର, ୨୫/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ଜୁର୍ଲାକାନି ଗାଁରେବୁଧବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ଶ୍ୱଶୁର ଆଗରେ ସ୍ତ୍ରୀକୁ ହତ୍ୟା କରିଲେ ନିଶାସକ୍ତ ସ୍ୱାମୀ । ମୃତା ମହିଳା...