ବଲାଙ୍ଗୀରରେ ବେଆଇନ ଗଞ୍ଜେଇ ବେପାରର ପର୍ଦ୍ଦାଫାଶ: ୨୧ କେଜି ଗଞ୍ଜେଇ ସହ ଦେଶୀ ପିସ୍ତଲ ଜବତ, ୨ କୁଖ୍ୟାତ ଅଭିଯୁକ୍ତ ଗିରଫ
ବଲାଙ୍ଗୀର, ୬।୧୧(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ସହରରେ ପୁଣି ଗଞ୍ଜେଇ କାରବାରର ପର୍ଦ୍ଦାଫାଶ କରିଛି ଟାଉନ୍ ଥାନା ପୋଲିସ। ସହରର ନୂଆ ବସଷ୍ଟାଣ୍ଡ ପଛପଟ ରାଜୀବ ନଗର ଅଞ୍ଚଳରେ ଚାଲିଥିବା ଏହି ବେଆଇନ କାରବାର ଉପରେ ଚଢ଼ାଉ କରି ପୋଲିସ…
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ବାତିଲ
ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରସ୍ଥିତ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟରେ ପ୍ରସ୍ତାବିତ ଛାତ୍ର ସଂସଦ ନିର୍ବାଚନକୁ ବାତିଲ କରାଯାଇଛି। ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ଏକ ଅଫିସ୍ ଅର୍ଡର (ନଂ. ୨୪୭୦/RUB) ଜାରି କରି ଏହି ସୂଚନା ଦିଆଯାଇଛି । ଆଇନ ଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ…
ସୁମନଙ୍କ ଗିରଫଦାରୀକୁ ନେଇ ବଲାଙ୍ଗୀରରେ ସରଗରମ ରାଜନୀତି: ଥାନା ଘେରାଉ କଲେ ବିଜେଡି କର୍ମୀ
ବଲାଙ୍ଗୀର,୧୪ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବିଜୁ ଛାତ୍ର ଜନତା ଦଳ ସଭାପତି ସୁମନ ନନ୍ଦଙ୍କୁ ପୋଲିସ ଗିରଫ କରିଛି । ଏବିଭିପି ଛାତ୍ର ପ୍ରତିନିଧିଙ୍କୁ ଅପହରଣ କରାଯିବା ମାମଲାକୁ ନେଇ ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ସୁମନ ନନ୍ଦଙ୍କୁ ପୋଲିସ…
ବଲାଙ୍ଗୀରରେ ଉତ୍ତେଜନା, ଏବିଭିପି ସମର୍ଥକଙ୍କୁ ବାଥରୁମରେ ବନ୍ଦ କଲେ ବିଜେଡି ସମର୍ଥକ
ବଲାଙ୍ଗୀର,୧୩।୧୦( ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଛାତ୍ର ସଂସଦ ନିର୍ବାଚନ ଉଷ୍ମତା ବଢ଼ିବାରେ ଲାଗିଛି । ବଲାଙ୍ଗୀର ସର୍କିଟ ହାଉସରେ କିଛି ଏବିଭିପି ନେତା ଓ ସମର୍ଥକ ରହିଥିବା ଖବର ପାଇଲା ପରେ ବିଜୁ ଛାତ୍ର ଜନତା ଦଳର ଛାତ୍ରନେତା ଓ…
ବଲାଙ୍ଗୀର-ଦେଓଗାଁ ରାସ୍ତାରେ ଦୁର୍ଘଟଣା, ଜଙ୍ଗଲକୁ ପଶିଗଲା ଟମାଟୋ ବୋଝେଇ ଟ୍ରକ୍
ବଲାଙ୍ଗୀର,୧୨।୧୦(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର-ଦେଓଗାଁ ମୁଖ୍ୟ ରାସ୍ତା ଏନଏଚ ୨୬ରେ ଦୁର୍ଘଟଣା ଘଟିଛି । ଦେଓଗାଁ ଚିନିକଳ କଲୋନୀ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଜଙ୍ଗଲ ଭିତରକୁ ପଶି ଯାଇଛି ଏକ ଟମାଟୋ ବୋଝେଇ ଟ୍ରକ୍ । ତେବେ ଏହି…
ବଲାଙ୍ଗୀରରୁ ଫରେଷ୍ଟରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ଅଫିସ ଷ୍ଟାଫ୍ କ୍ବାର୍ଟରରେ…
ବଲାଙ୍ଗୀର,୨୦।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଫରେଷ୍ଟ ରେଞ୍ଜ ଅଫିସ ପଛପଟେ ଥିବା ଷ୍ଟାଫ କ୍ବାଟରୁ ଫରେଷ୍ଟରଙ୍କ ମୃତଦେହ ଉଦ୍ଧାର ହୋଇଛି । ଝୁଲନ୍ତା ଅବସ୍ଥାରେ ତାଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଫରେଷ୍ଟର ହେଉଛନ୍ତି ବ୍ୟାସଦେବ ସାହୁ ।…
ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା
ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର ଭୂମିକା ସବୁଠୁ ମହତ୍ତ୍ବପୂର୍ଣ୍ଣ । ମାଟିପାତ୍ରର ମହକରେ ମହକୁଥାଏ ନୂଆଁଖାଇ। ନୂଆଁଖାଇ ତିହାରରେ…
ଶାଢ଼ି ସେଣ୍ଟର ନାଁରେ ବଲାଙ୍ଗୀରରୁ ଗଞ୍ଜେଇ ଚାଲାଣ, ଆମାଜନ୍ ନାଁରେ ପାର୍ସଲ କରି ବିକୁଥିଲେ
ବଲାଙ୍ଗୀର,୨ା୯(ସୁନିଲ କୁମାର ମହାନ୍ତି): ସମ୍ବଲପୁରୀ ଶାଢ଼ି ସେଣ୍ଟର ନାଁରେ କୋରିଅରରେ ଚାଲିଥିଲା ଗଞ୍ଜେଇ ଚାଲାଣ । ମାଡ଼ିବସିଲା ବଲାଙ୍ଗୀର ପୋଲିସ । ଅନଲାଇନରେ ଦିଲ୍ଲୀ, ଗଜିଆବାଦ ପରି ଅନେକ ଅଞ୍ଚଳକୁ ଆମାଜନ୍ ନାଁ ରେ ଚାଲାଣ କରାଯାଉଥିଲା । ପକେଟ୍ ତିଆରି…
ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….
ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ ସ୍କୁଲ ଛୁଟି ହେବା ପରେ ଜଣେ ଛାତ୍ରୀ ସ୍କୁଲ ଭିତରେ ଥିବା ବେଳେ…
ବଲାଙ୍ଗୀର ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ବଡ଼ ଖୁଲାସା; ରାଜଧାନୀରେ କରାଯାଇଥିଲା ଆପରାଧିକ ଷଡ଼ଯନ୍ତ୍ର, ଖଣ୍ଡଗିରି ଥାନାକୁ…
ବଲାଙ୍ଗୀର,୧୭ା୮(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ଘଟଣାରେ ବଡ଼ ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ଆପରାଧିକ ଷଡ଼ଯନ୍ତ୍ରରେ ସାମିଲ ଥିବା ଭୁବନେଶ୍ୱରର ଜଣେ ମହିଳା ପୋଲିସ ସବଇନ୍ସପେକ୍ଟର ସ୍ନେହମଞ୍ଜରୀ ସାହୁ ଓ…
ଫୁଲବାଣୀରୁ ବିହାର ହେଉଥିଲା ଗଞ୍ଜେଇ ଚାଲାଣ, ମାଡ଼ିବସିଲା ବଲାଙ୍ଗୀର ଅବକାରୀ ଟିମ୍
ବଲାଙ୍ଗୀର,୨୪ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ସିନଖମନ ଜଙ୍ଗଲ ନିକଟରୁ ଜବତ ହେଲା ଗଞ୍ଜେଇ ବୋଝେଇ ଟ୍ରକ ।ଫୁଲବାଣୀରୁ ବିହାର ଚାଲାଣ ହେଉଥିବା ଏକ ଗଞ୍ଜେଇ ଭର୍ତ୍ତି ଟ୍ରକକୁ ବଲାଙ୍ଗୀର ଅବକାରୀ ଟିମ୍ ଶୁକ୍ରବାର ଜବତ କରିଛି ।…
ବନ୍ଧୁକ ଦେଖାଇ ମୁଖ୍ୟମନ୍ତ୍ରୀ ବସ୍ ଚାଳକଙ୍କୁ ଧମକ ଦେଲେ ଦୁର୍ବୃତ୍ତ, କହିଲେ ଜୀବନରୁ…
ବଲାଙ୍ଗୀର,୨୦ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଖପ୍ରାଖୋଲ ଥାନା ବନମାଳ ଗାଁରେ ମୁଖ୍ୟମନ୍ତ୍ରୀ ବସ୍ କର୍ମଚାରୀଙ୍କୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଗାଁ ଭିତରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ବନ୍ଧୁକ ଦେଖାଇ ବସ କର୍ମଚାରୀଙ୍କୁ ଧମକ ଦେଇଥିଲେ ।…

