Tag Archives: balangir news

ଶିଳ୍ପ ପ୍ରତିଷ୍ଠା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ, ଗାଡ଼ି ଚଳାଚଳ ସଂପୂର୍ଣ୍ଣ ବନ୍ଦ

ବଲାଙ୍ଗୀର,୧୬।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜିରେ ମଙ୍ଗଳବାର ୧୨ ଘଂଟିଆ ବନ୍ଦ ପାଳନ କରାଯାଉଛି । ସ୍ଥାନୀୟ ଟ୍ରକ ମାଲିକ ସଂଘ ପକ୍ଷରୁ ୧୨ ଘଣ୍ଟିଆ ବନ୍ଦ ଡ଼ାକରା ଦିଆଯାଇଛି । କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀର କୃଷୀ ମହାବିଦ୍ୟାଳୟ, ଇଞ୍ଜିନିୟରିଂ…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ ଯୁବକଙ୍କୁ ଥାନାରେ ଅଟକ ରଖିଛି ପୋଲିସି । ଅଟକ ଯୁବକମାନେ ପାଟଣାଗଡ଼ ଥାନା…

ସ୍କୁଟି ସ୍ଲିପ ହେବାରୁ ରାସ୍ତାରେ ପଡ଼ିଗଲେ ମା’ ଝିଅ; ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ, ତାପରେ….

ବଲାଙ୍ଗୀର,୯ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀ ନଗର ପଡା ଏନ୍ ଏଚ ୨୬ ନମ୍ବର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମା’-ଝିଅ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ମା’ ଝିଅ…

ଜ୍ବର ହୋଇଥିବା ବ୍ୟକ୍ତିଙ୍କୁ କ୍ୱାକର ଦେଇଦେଲେ ଭୁଲ ଇଞ୍ଜେକ୍ସନ, ଚାଲିଗଲା ଜୀବନ

ବଲାଙ୍ଗୀର,୪।୬((ସୁନିଲ କୁମାର ମହାନ୍ତି): ଭୁଲ ଇଞ୍ଜେକ୍ସନ ଯୋଗୁଁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବା ଚର୍ଚ୍ଚାର ବିଷୟ ହୋଇଛି । ବଲାଙ୍ଗୀର ଜିଲା ମୁରିବାହାଲ ଥାନା ଅନ୍ତର୍ଗତ ଅଇଁଲାଭଟା ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତ ବ୍ୟକ୍ତି ଜଣକ ହେଲେ…

ପାଣି ପାଇଁ ବ୍ଲକ ସମ୍ମୁଖରେ ଅନଶନ କଲେ ସମିତି ସଭ୍ୟ, ବାଲଟି ଧରି ମହିଳାମାନେ

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପାଣି ପାଇଁ ସମିତି ସଭ୍ୟ ବ୍ଲକ ସମ୍ମୁଖରେ ଅନଶନ କରିଥିବା ବେଳେ ମହିଳାମାନେ ରାସ୍ତା ଅବରୋଧ କରିଛନ୍ତି । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ବଲାଙ୍ଗୀର ଜିଲା ମୁରୀବାହାଲ ବ୍ଲକ ସମ୍ମୁଖରେ। ନିର୍ବାଚିତ ପ୍ରତିନିଧି ସମିତି ସଭ୍ୟ…

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ କରାଯାଇଥିବା ଚର୍ଚ୍ଚା ଜାରି ‌ରହିଛି । ଆଜି କୋଶଲବାଦୀ ସଙ୍ଗଠନ ପକ୍ଷରୁ ଜିଲା…

ନାବାଳିକାକୁ ଅପହରଣ କରି ବଳାତ୍କାର

ବଲାଙ୍ଗୀର,୨୬।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଅଞ୍ଚଳରେ ଏକ ଲଜ୍ଜା ଜନକ ଘଟଣା ଘଟିଛି। ଜଣେ ନାବାଳିକାକୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ମିଳିଥିବା…

ବଲାଙ୍ଗୀରରେ ହୋଟେଲ ଭିତରୁ ଯୁବକଙ୍କ ମୃତଦେହ ଉଦ୍ଧାର, ଟାଉନ ଥାନା ପୋଲିସ…

ବଲାଙ୍ଗୀର,୨୦।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ଅଭାବନୀୟ ଘଟଣା । ସହର ମୁଖ୍ୟ ରାସ୍ତା କଡ଼ରେ ଥିବା ହୋଟେଲରୁ ବୁଧବାର ସନ୍ଧ୍ୟାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତ ଯୁବକ ଜଣକ ମଧ୍ୟପ୍ରଦେଶ ଜବଲପୁର ନିବାସୀ ମହମ୍ମଦ ଇସାନ୍ (୨୭)…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଳିଗଲେ ଓଡ଼ିଆ ଶ୍ରମିକ, ଗାଁକୁ ଫେରୁଛି ମୃତଦେହ

ବଲାଙ୍ଗୀର,୧୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରୁ ଶ୍ରମିକମାନେ ନିଜ ପରିବାର ପୋଷଣ କରିବା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି । ହେଲେ ଅନେକ ଶ୍ରମିକଙ୍କ ଜୀବନ ଯାଉଥିବା ମଧ୍ୟ ଖବର ସାମ୍ନାକୁ ଆସୁଛି । ବଲାଙ୍ଗିର ଜିଲା ତୁଷୁରା…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା ଧୂଆଁ ବାହାରୁଥିବା ଦେଖି ସ୍ଥାନୀୟ ଲୋକ ଆତଙ୍କିତ ହୋଇପଡିଥିଲେ । ଅଗ୍ନିକାଣ୍ଡ ଏତେ…

ବଲାଙ୍ଗୀର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରୁ ନର୍ସିଂ ଛାତ୍ରୀଙ୍କ ସାଇକଲ ଚୋରି, ସିସିଟିଭିରେ ରେକର୍ଡ

ବଲାଙ୍ଗୀର,୧୨।୫(ସୁନିଲ କୁମାର ମହାନ୍ତି): ହସ୍ପିଟାଲ ଭିତରେ ପୀଡିତ ରୋଗୀଙ୍କୁ ସେବା ଯୋଗାଉଥିବାବେଳେ ଜଣେ ନର୍ସିଂ ଛାତ୍ରୀଙ୍କ ସାଇକଲକୁ ହସ୍ପିଟାଲ ପରିସରରୁ ଜଣେ ଦୁର୍ବୃତ୍ତ ଚୋରି କରିଥିବା ଅଭିଯୋଗ ହୋଇଛି । ଚୋରି ବେଳର ଦୃଶ୍ୟ ସିସିଟିଭିରେ ରେକର୍ଡ ହୋଇଛି । ଦିନ…

ଭୋଜି ଖାଇ ବର୍ତ୍ତିଆ ଗାଁରେ ଝାଡାବାନ୍ତି; ୮୦ରୁ ଅଧିକ ଆକ୍ରାନ୍ତ, ଗାଁରେ ଡାକ୍ତରୀ ଦଳ

ଖପ୍ରାଖୋଲ, ୯।୫(ଅଭୟ ତ୍ରିପାଠୀ): ଖପ୍ରାଖୋଲ ବ୍ଲକ ରେଙ୍ଗାଲି ପଞ୍ଚାୟତ ବର୍ତ୍ତିଆ ଗାଁରେ ବାହା ଭୋଜି ଖାଇ ୮୦ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ଜଣଙ୍କୁ ଚିକିତ୍ସା ପାଇଁ ପାଟଣାଗଡ ରେଫର ହୋଇଥିବା ଜଣାଯାଇଛି । ସୂଚନା ଅନୁସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?