Tag Archives: balangir news

ପୋଖରୀକୁ ଗୋଧୋଇବାକୁ ଯାଇ ବୁଡିଗଲେ ବଙ୍ଗାଳୀ ଶ୍ରମିକ, ଚପଲ ଦେଖି…

ବଲାଙ୍ଗୀର,୧୬।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁଇଁନ୍ତଲା ଥାନା ଅନ୍ତର୍ଗତ ଅଇଁଲାସାରି ଗାଁରେ ଅଭାବନୀୟ ଘଟଣା । ଗୁରୁବାର ଗାଧୋଇବାକୁ ଯାଇଥିବା ବେଳେ ପୋଖରୀରେ ବୁଡି ଜଣେ ବଙ୍ଗାଳୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବଙ୍ଗାଳୀ ଶ୍ରମିକ ଏକ କଂପାନୀରେ ଠିକାଦାରଙ୍କ ପାଖରେ…

ପ୍ରସୂତିଙ୍କୁ ନେଇ ଯାଉଥିବା ବେଳେ ପିଟିଦେଲା ଟ୍ରକ; ମାଇଁ ମୃତ, ୨ ଗୁରୁତର

ବଲାଙ୍ଗୀର,୧୬।୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଭାଲୁ ଡୁଙ୍ଗୁରିରେ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ଏକ ଟ୍ରକ ଧକ୍କାରେ ମାଇଁଙ୍କର ମୃତ୍ୟୁ ହୋଇଥିବା ବେଳେ ଭଣଜା ସମେତ ପ୍ରସୂତି ମହିଳା ଗୁରୁତର ହୋଇଛନ୍ତି । ସୂଚନା ମୁତାବକ…

ସ୍କୋର୍ପିଓ ଗାଡ଼ିରେ ବୌଦ୍ଧରୁ ଛତିଶଗଡ଼କୁ ହେଉଥିଲା ଗଞ୍ଜେଇ ଚାଲାଣ; ଅଧାବାଟରେ ମାଡ଼ିବସିଲା ପୋଲିସ, ତାପରେ…

ବଲାଙ୍ଗୀର,୧୬।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର –ସୋନପୁର ୫୭ ନମ୍ବର ଜାତୀୟ ରାଜପଥରେ ଗଞ୍ଜେଇ ଭର୍ତ୍ତି ଏକ ସ୍କୋର୍ପିଓ (ନଂ ସିଜି ୦୪ କ୍ୟୁଡି ୪୩୮୫)କୁ ପୁଇଁନ୍ତଲା ଥାନା ପୋଲିସ ବୁଧବାର ଜବତ କରିଛି । ଉକ୍ତ ଗାଡିରୁ ୩.୬ କୁଇଣ୍ଟାଲ ଗଞ୍ଜେଇ…

ବେପରୁଆ ଗାଡ଼ି ଚାଳନା; ଭାରସାମ୍ୟ ହରାଇ ଲିମ୍ବ ଗଛରେ ପିଟିହେଲା ହାଇଓ୍ବା, ତାପରେ….

ବଲାଙ୍ଗୀର,୧୩ା୪( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ଖୁଜେନ୍ ପାଲି ରାସ୍ତାରେ ହାଇଓ୍ବା ଦୁର୍ଘଟଣା । ରବିବାର ବିଳମ୍ବିତ ରାତିରେ ଦ୍ରୁତଗତିରେ ଆସି ଖୁଜେନ ପାଲି ଦେଇ ବଲାଙ୍ଗୀରକୁ ଆସୁଥିବା ବେଳେ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍ ବୁଲେଟରେ ନିଆଁ ଲାଗି ଯାଇଥିଲା । ହୁତୁହୁତୁ ହୋଇ ବୁଲେଟ୍ ଗାଡ଼ି ଜଳି…

ANM ସ୍ତ୍ରୀଙ୍କୁ ମାରି ନିଆଁ ଲଗାଇବା ବେଳେ ନିଜେ ଜଳିଯାଇଥିଲେ, ଅର୍ଦ୍ଧଦଗ୍ଧ ସ୍ବାମୀରବି ହେଲା ମୃତ୍ୟୁ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ଉପସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ମହିଳା ଏଏନଏମ ଦମୟନ୍ତୀ ବାରିକ (୫୬)ଙ୍କ ମୃତ୍ୟୁ ଘଟଣା । ଚିକିତ୍ସାଧୀନ ଅବସ୍ଥାରେ ବର୍ତ୍ତମାନ ତାଙ୍କ ସ୍ବାମୀଙ୍କର ମଧ୍ୟ ମୃତ୍ୟୁ ହୋଇଛି ।…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ ଦେଖାଯାଇଛି । ଜିଲା ଛାତ୍ର କଂଗ୍ରେସ ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ ମହିଳା/ପୁରୁଷ କଳସ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି । ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ…

ଜେଲ ଭିତରୁ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ଘଟଣା, ତଦନ୍ତ ଆରମ୍ଭ କଲେ ଜେଲ ଡିଆଇଜି

ବଲାଙ୍ଗୀର,୧୫।୩(ସୁନିଲ କୁମାର ମହାନ୍ତି ): ଶନିବାର ବଲାଙ୍ଗୀର ଜେଲ ଭିତରେ ଜଣେ କଏଦୀଙ୍କ ଝୁଲନ୍ତା ମୃତଦେହ ଜବତ ହୋଇଥିଲା। ଏହି ମାମଲାର ତଦନ୍ତ ଆରମ୍ଭ କରିଛନ୍ତି ଜେଲ ଡିଆଇଜି ଗରିବ ସାହୁ । ରବିବାର ପୂର୍ବାହ୍ନରେ ସେ ବଲାଙ୍ଗୀର ଜିଲା କାରାଗାରରେ…

ଜମିବାଡ଼ି ବିବାଦକୁ ନେଇ ହତ୍ୟା ମାମଲା, ୨ ଦୋଷୀଙ୍କୁ ଆଜୀବନ ଜେଲ୍‌

ବଲାଙ୍ଗୀର,୧୨ା୩(ସୁନିଲ କୁମାର ମହାନ୍ତି): ଜମିବାଡ଼ି ବିବାଦକୁ ନେଇ ହତ୍ୟାକାଣ୍ଡ ମାମଲାର ରାୟ ଆଜି ପ୍ରକାଶ ପାଇଛି । ଅତିରିକ୍ତ ଜିଲା ଦୌରାଜଜ୍ (ଦ୍ୱିତୀୟ) ଏହି ମାମଲାର ବିଚାର କରି ଦୁଇ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡ ଓ…

ହୋଲିରେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଅନଲାଇନରୁ ବନ୍ଧୁକ କିଣି…

ବଲାଙ୍ଗୀର/ଦେଓଗାଁ,୪ା୩( ସୁନୀଲ କୁମାର ମହାନ୍ତି /କୃଷ୍ଣ ପ୍ରସାଦ ପାଣିଗ୍ରାହୀ ): ବଲାଙ୍ଗୀର ଜିଲା ଦେଓଗାଁ ଥାନା ବନ୍ଧପଡା ଫାଣ୍ଡି ଅନ୍ତର୍ଗତ ରାମଚନ୍ଦ୍ରପୁର ପଞ୍ଚାୟତ ଲୁହାଖାନ ଗାଁରେ ପବିତ୍ର ହୋଲି ଉତ୍ସବ ଦିନ ମାରାଣାନ୍ତକ ଆକ୍ରମଣ ଘଟଣା ଅଞ୍ଚଳର ଚର୍ଚ୍ଚାର ବିଷୟ ପାଲିଟିଛି…

ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ୨୦୨୬ ଉଦ୍‌ଯାପିତ, ସମ୍ବଲପୁରର ଶଙ୍କର ମେହେର…

ବଲାଙ୍ଗୀର,୧।୩( ସୁନିଲ କୁମାର ମହାନ୍ତି): କଳିଙ୍ଗ ବଡି ବିଲଡିଂ ଏସୋସିଏସନ ବଲାଙ୍ଗୀର ଜିଲା ଶାଖା ତରଫରୁ ଆୟୋଜିତ ହୋଇଥିବା ଇମ୍ପାରିୟାଲ କ୍ଲାସିକ ରାଜ୍ୟ ସୁନ୍ଦର ସ୍ୱାସ୍ଥ୍ୟ ପ୍ରତିଯୋଗିତା ଉଦ୍‌ଯାପନ ହୋଇଯାଇଛି । ଏହି ଚମ୍ପିୟାନସିପ୍ ରାଜ୍ୟର ୧୯ଟି ଜିଲ୍ଲାର ୧୨୫ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?