Tag Archives: balangir news

ଅଧାରେ ରହିଲା ଘର ବାହୁଡା, ସଡ଼କ ଦୁର୍ଘଟଣାରେ ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ

ବଲାଙ୍ଗୀର,୨୬।୨ (ସୁନିଲ କୁମାର ମହାନ୍ତି) : ବଲାଙ୍ଗୀର ଜିଲା ତୁରେକେଲା ଥାନା ବୁଢୀବାହାଲ ଗାଁ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଶଳା, ଭିଣୋଇଙ୍କ ମୃତ୍ୟୁ ହୋଇଛି । ବୁଧବାର ରାତିରେ ଏହି ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି । ସୂଚନା…

ଓଭରଟେକ କରୁଥିବା ବେଳେ ପରସ୍ପର ମଧ୍ୟରେ ପିଟି ହେଲେ ଦୁଇ ବାଇକ୍, ତାପରେ….

ବଲାଙ୍ଗୀର,୨୫।୨(ସୁନିଲ କୁମାର ମହାନ୍ତି): ବିଳମ୍ବିତ ସନ୍ଧ୍ୟାରେ ବଲାଙ୍ଗୀରରେ ସଡ଼କ ଦୁର୍ଘଟଣା । ବୁଧବାର ସନ୍ଧ୍ୟାରେ ବଲାଙ୍ଗୀର ଭିଆଇପି ରାସ୍ତା ଭାବେ ପରିଚିତ ଭାଗିରଥି ଛକ- ସର୍କିଟ ହାଉସ ରାସ୍ତାରେ ଦୁଇ ମଟର ସାଇକେଲ ଦୁର୍ଘଟଣା ହୋଇଛି । ଏଥିରେ ଦୁଇ ବାଇକ୍…

ଅଲୋଡ଼ା ଶିଶୁକନ୍ୟା, ପୁଡାପାଲି ବ୍ରିଜ୍ ତଳୁ ନବଜାତକର ମୃତଦେହ ଉଦ୍ଧାର

ବଲାଙ୍ଗୀର,୨୪।୨(ସୁନିଲ କୁମାର ମହାନ୍ତି): ମଙ୍ଗଳବାର ସକାଳେ ବଲାଙ୍ଗୀର-ପୁଡାପାଲି ନିବୃତ୍ତି ଯୋର ବ୍ରିଜ୍ ତଳୁ ଏକ ମୃତ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି । ନବଜାତକକୁ କେହି ଏଠାରେ ଫିଙ୍ଗି ଦେଇଥିବା ନେଇ ଅନୁମାନ କରାଯାଉଛି । ତେବେ ଶିଶୁକନ୍ୟାର ମୃତ୍ୟୁ…

ବାହାଘର ପରେ କନିଆକୁ ଧରି ଘରକୁ ଫେରୁଥିଲେ, ବର ମୁଣ୍ଡରେ ବନ୍ଧୁକ ଲଗାଇ ନବବଧୂକୁ ଧରି ପ୍ରେମିକ ଛୁ

ତରଭା/ବଲାଙ୍ଗୀର,୨୨।୨(ମାନଭଞ୍ଜନ ମିଶ୍ର/ସୁନୀଲ ମହାନ୍ତି): ଫିଲ୍ମ ଷ୍ଟାଇଲରେ ଜଣେ ଯୁବକ ବନ୍ଧୁକ ଦେଖାଇ ଅଧାବାଟରୁ ନବବଧୂଙ୍କୁ ନେଇ ଫେରାର ହୋଇଯାଇଥିବା ନେଇ ଅଭିଯୋଗ ହୋଇଛି । ବରଙ୍କ ଘର ଫେରନ୍ତା କାର ଭିତରୁ ନବବଧୂକୁ ଅପହରଣ କରି ନେଇଯିବା ଘଟଣା ଚାଞ୍ଚଲ୍ୟ ଖେଳାଇ…

ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ

ବଲାଙ୍ଗୀର,୧୮।୨(ସୁନିଲ କୁମାର ମହାନ୍ତି ): ବଲାଙ୍ଗୀର ଜିଲା ସିନ୍ଧେକେଲା ଥାନା ଜାମପଡା ଗାଁ ଖୁଣ୍ଟିଆପଡାରେ ଛାତିଥରା ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଶାଢ଼ୀରେ ତଣ୍ଟି ଚିପି ହତ୍ୟା କଲେ ସ୍ୱାମୀ । ମୃତ ମହିଳା ଜଣକ ହେଲେ ପୁଷ୍ପାଞ୍ଜଳି ରଣା ।…

ହାଇୱେରେ ଏକୁଟିଆ ଦେଖି ଲୁଟୁଥିଲେ, ଚାରି ଲୁଟେରାଙ୍କ ସହ ଛଅ ବାଇକ ଜବତ କଲା ପୁଇଁନ୍ତଲା ପୋଲିସ

ବଲାଙ୍ଗୀର,୧୦।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁନ୍ତଲା ପୋଲିସକୁ ପୁଣି ମିଳିଛି ସଫଳତା । ପୁଣି ଏକ ବାଇକ୍ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳତା ହୋଇଛି ପୋଲିସ । ଚାରିଜଣ ହାଇୱେ ଲୁଟେରାଙ୍କୁ ଗିରଫ କରାଯିବା ସହିତ ସେମାନଙ୍କ ଠାରୁ ଛଅଟି…

ବଲାଙ୍ଗୀର ସହର ପରିକ୍ରମା କଲେ ଆୟୁର୍ବେଦ ଛାତ୍ରୀଛାତ୍ର, ସୁବର୍ଣ୍ଣ ଜୟନ୍ତୀ ଗେଟକୁ କଳିକେଶ…

ବଲାଙ୍ଗୀର,୫।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜ ଏବଂ ହସ୍ପିଟାଲର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଗୁରୁବାର ଉଦଘାଟିତ ହୋଇଛି । ଏହି ଅବସରରେ ବଲାଙ୍ଗୀର ବିଧାୟକ କଳିକେଶ ନାରାୟଣ ସିଂଦେଓ କଲେଜ ପରିସରରେ ଥିବା ହରବାଲ୍ ଗାର୍ଡେନରେ ବୃକ୍ଷ ରୋପଣ…

ୟୁଜିସି ବିଲ୍‌କୁ ବିରୋଧ, ଜିଲାପାଳଙ୍କୁ ଦାବିପତ୍ର ଦେଲେ…

ବଲାଙ୍ଗୀର,୩ା୨ (ସୁନିଲ କୁମାର ମହାନ୍ତି): ୟୁଜିସି ବିଲ୍‌କୁ ନେଇ ବିରୋଧ ତୀବ୍ର ହେବାରେ ଲାଗିଛି । ଏହି ବିଲ୍‌କୁ ଶୀଘ୍ର ପ୍ରତ୍ୟାହାର କରିବା ପାଇଁ ବଲାଙ୍ଗୀର ଜିଲା ବ୍ରାହ୍ମଣ ମହାସଭା ପକ୍ଷରୁ ଦାବି କରାଯାଇଅଛି । ମଙ୍ଗଳବାର ସଂଘର କର୍ମକର୍ତ୍ତାମାନେ ଜିଲାପାଳଙ୍କ…

ଟ୍ରେନ୍‌ରେ ହଠାତ୍ ଲାଗିଲା ନିଆଁ, ତୁରେକେଲା ରୋଡ୍ ଷ୍ଟେସନରେ…

ବଲାଙ୍ଗୀର,୨।୨(ସୁନିଲ କୁମାର ମହାନ୍ତି/ଗୁରୁଦ୍ୱାଲ ହିଂସ): କଣ୍ଟାବାଞ୍ଜି ଷ୍ଟେସନରୁ ରାୟପୁର ବିଶାଖପାଟଣା ଦେଇ ଯାଉଥିବା ଏକ ମାଲବାହୀ ଟ୍ରେନରେ ନିଆଁ । ତୁରେକେଲା ରେଳ ଷ୍ଟେସନରେ ସୋମବାର ଏକ କୋଇଲା ବୋଝେଇ ମାଲଗାଡିରେ ନିଆଁ ଲାଗି ଥିବାର ଜଣା ପଡ଼ିଛି । ନିଆଁ…

ସାବିତ୍ରୀ ନାୟକଙ୍କ ପରଲୋକ, ଦୁଃଖପ୍ରକାଶ କଲେ ବଲାଙ୍ଗୀର ବିଧାୟକ

ବଲାଙ୍ଗୀର,୧।୨(ସୁନିଲ କୁମାର ମହାନ୍ତି): ବର୍ଷୀୟାନ ଶିକ୍ଷାବିତ୍ ପ୍ରାଣବନ୍ଧୁ ନାୟକଙ୍କ ଧର୍ମପତ୍ନୀ ସାବିତ୍ରୀ ନାୟକ (୮୨ ) ଆଜି ପରଲୋକ ହୋଇଯାଇଛି । ସେ ଜଣେ ଧର୍ମପରାୟଣ ମହିଳା ଥିଲେ । କିଛି ଦିନ ତଳେ ମସ୍ତିସ୍କା ଘାତ ହେବାରୁ ବୁର୍ଲା ଭୀମସାର…

୨୭ରୁ ମହାରାଜା ରାଜେନ୍ଦ୍ର ନାରାୟଣ ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ନାମେଣ୍ଟ, ବଲାଙ୍ଗୀର ବିଧାୟକ…

ବଲାଙ୍ଗୀର, ୨୫।୧(ସୁନିଲ କୁମାର ମହାନ୍ତି) : ଆସନ୍ତା ୨୭ ଜାନୁଆରୀ ଠାରୁ ୧ ଫେବୃୟାରୀ ପର୍ଯ୍ୟନ୍ତ ମହାରାଜା ରାଜେନ୍ଦ୍ର ସିଂଦେଓ ମେମୋରିଆଲ ସର୍ବଭାରତୀୟ ଫୁଟବଲ ଟୁର୍ଣାମେଣ୍ଟ ବଲାଙ୍ଗୀର ଗାନ୍ଧୀ ଷ୍ଟାଡ଼ିୟମ୍‌ ଠାରେ ଆରମ୍ଭ ହେବ । ମହାରାଜା ଫୁଟବଲ ଏସୋସିଏସନ୍ ବଲାଙ୍ଗୀର…

ନିଖୋଜର ୫ଦିନ ପରେ ମିଳିଲା ମୃତଦେହ, ପୋଖରୀରେ ଭାସୁଥିବା….

ବଲାଙ୍ଗୀର, ୯।୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ପଥରଚେପା ଗାଁ ପୋଖରୀରେ ଶୁକ୍ରବାର ସକାଳୁ ଏକ ମୃତଦେହ ଭାସୁଥିବା ଦେଖିବାକୁ ମିଳିଛି । ମୃତଦେହଟି ବଲାଙ୍ଗୀର ସହର ଶାନ୍ତିପଡା ନିବାସୀ ପ୍ରବୀଣ ମହାଲିଙ୍ଗ ଓରଫ ମୁଟୁଙ୍କ ବୋଲି ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?