ଦୁର୍ବ୍ୟବହାର ପ୍ରତିବାଦରେ କାର୍ଯ୍ୟ ବନ୍ଦ କଲେ ତହସିଲ କର୍ମଚାରୀ ବଲାଙ୍ଗୀର,୧୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ ଅଫିସରେ ଆରଓଆର ସାର୍ଟିଫାଏଡ୍ କପି ମଗା ଘଟଣାକୁ ନେଇ ଗୁରୁବାର ଓକିଲ ଓ ତହସିଲ କର୍ମଚାରୀ ମୁହାଁମୁହିଁ ହୋଇଥିଲେ। ତେବେ ଉକ୍ତ ଘଟଣାକୁ ନେଇ କାର୍ଯ୍ୟ ବନ୍ଦ କରିଛନ୍ତି ତହସିଲ କର୍ମଚାରୀ। ଶୁକ୍ରବାର...