Tag Archives: Balangir

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ ଗିରଫ କରିଛି। ମହିଳା ସବଇନ୍ସପେକ୍ଟର ହେଲେ ସ୍ନେହାମଞ୍ଜରୀ ସାହୁ ଓ ଗିରଫ ସାମ୍ବାଦିକ…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌ ପୋଲ ତଳକୁ ଖସିପଡ଼ିଥିଲେ। ନଦୀରେ ବର୍ତ୍ତମାନ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ନଦୀ…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ ଯୁବ ବ୍ୟାପାର, ଓଡ଼ିଆ ଭାଷା ଓ ସଂସ୍କୃତି ବିଭାଗ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ…

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ ଶୁକ୍ରବାର ରାତିରେ ଅଭିଯୋଗ କରିଥିଲେ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫ ଜଣଙ୍କୁ ପୋଲିସ ଥାନାକୁ ଆଣି ଅଟକ ରଖି ପଚାଉଚରା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି। ଏହି ଗ୍ରାମରେ ୮୪ ଆଦିବାସୀ ପରିବାର ସମେତ ମୋଟ ୧୦୬ ପରିବାର ରହୁଛନ୍ତି।…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ସିଭିଲ୍‌ ରାଇଟସ ପ୍ରୋଟେକସନ ଫୋରମ…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ କୋଠା ବିଭାଗ ପକ୍ଷରୁ ଗାଁରେ ସର୍ବସାଧାରଣ ନୋଟିସ୍‌ ଛପାଯାଇଛି। ଉକ୍ତ ନୋଟିସ୍‌ରେ ଚଳିତ…

ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍‌ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା। ମୃତା ମହିଳା ହେଲେ ବଲାଙ୍ଗୀର ସହର ତାଲପାଲିପଡ଼ାର ସୁନୀତା ନାଗ(୪୦) ଓ ତାଙ୍କ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା ଖବର ମିଳିଥିଲା। ନିଶାସକ୍ତ ଅବସ୍ଥାରେ ଲୋକଙ୍କ ଉପରକୁ କାର୍ ଚଢ଼ାଇବା ଅଭିଯୋଗ ହୋଇଛି।…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର ଏବଂ ବାଇକ ମୁହାଁମୁହିଁ ଦୁର୍ଘଟଣା ହେବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri