Balangir

ହୃଦ୍‌ଘାତରେ ଚାଲିଗଲା ଜଣାଶୁଣା ସୂଚନା ଅଧିକାରୀ କର୍ମୀ ନୀଳମଣିଙ୍କ ଜୀବନ

ବଲାଙ୍ଗୀର,୧୭ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀରର ଜଣାଶୁଣା ସୂଚନା ଅଧିକାର କର୍ମୀ ତଥା ଓଡିଶା ସୂଚନା ଅଧିକାର ଅଭିଯାନ ବଲାଙ୍ଗୀର ଜିଲା ଆବାହକ ନୀଳମଣି ଯୋଷୀ (୬୨)ଙ୍କ ଶୁକ୍ରବାର…

3 days ago

ଚାଲିଛି ନିର୍ବାଚନ: ବଲାଙ୍ଗୀର ମହିଳା କଲେଜରେ ଛାତ୍ରୀ ବାଛୁଛନ୍ତି ମନପସନ୍ଦର ପ୍ରାର୍ଥୀ

ବଲାଙ୍ଗୀର,୧୫ା୧୦(ସୁନିଲ କୁମାର ମହାନ୍ତି): ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ଗୁରୁବାର ଚାଲିଛି। ବଲାଙ୍ଗୀର ସରକାରୀ ମହିଳା ମହାବିଦ୍ୟାଳୟରେ ଗୁରୁବାର ସକାଳ ୮ଟାରୁ…

5 days ago

ଛାତ୍ର ସଂସଦ ନିର୍ବାଚନ ବନ୍ଦ ଘୋଷଣା ପରେ ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଶୂନ୍‌ଶାନ୍‌

ବଲାଙ୍ଗୀର,୧୫ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଆଇନଶୃଙ୍ଖଳା ପରିସ୍ଥିତିକୁ ନଜରରେ ରଖି ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଛାତ୍ର ସଂସଦ ନିର୍ବାଚନକୁ ବୁଧବାର ରାତିରେ ବନ୍ଦ ଘୋଷଣା କରାଯାଇଥିଲା। ନିର୍ବାଚନ ବାତିଲ…

5 days ago

ଗାଁକୁ ସମ୍ପୂର୍ଣ୍ଣ ମଦମୁକ୍ତ କରିବା ପାଇଁ ଜିଲାପାଳଙ୍କଠାରେ ପହଞ୍ଚିଲେ ଶତାଧିକ ମହିଳା

ବଲାଙ୍ଗୀର,୧୨ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକ ବେଲପଡ଼ା ପଞ୍ଚାୟତ ଦେଓଗାଁ ଗ୍ରାମରେ ସମ୍ପୂର୍ଣ୍ଣ ମଦ ବିକ୍ରିକୁ ବନ୍ଦ କରିବା ନେଇ ସୋମବାର ଜିଲାପାଳ ଅଫିସରେ…

1 week ago

ବଲାଙ୍ଗୀର ପାଇଁ ଗର୍ବ: କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶା ଅଣ୍ଡର-୨୩ ଦଳରେ ସ୍ଥାନ ପାଇଲେ ଓମକାର ମହାନ୍ତି

ବଲାଙ୍ଗୀର,୧୦ା୧୦(ସୁନିଲ କୁମାର ମହାନ୍ତି) : ବଲାଙ୍ଗୀରର ଯୁବ କ୍ରିକେଟ ଖେଳାଳି ଓମକାର ମହାନ୍ତି କର୍ଣ୍ଣେଲ ସି.କେ. ନାଇଡୁ ଟ୍ରଫି ପାଇଁ ଓଡ଼ିଶାର ୨୩ ବର୍ଷରୁ କମ୍ ବାଳକ…

1 week ago

ଟ୍ରେନ୍‌ ଟ୍ରାକ୍‌ରୁ ମିଳିଲା ଯୁବକଙ୍କ ମୃତଦେହ, ଦେଓଗାଁରେ ବାଇକ୍‌ ରଖି…

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ରାଏପାଲି ଗ୍ରାମ ନିକଟ ଟ୍ରେନ୍‌ ଟ୍ରାକ୍‌ରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯୁବକ…

2 weeks ago

ଗର୍ଭବତୀ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ସ୍ବାମୀ, ଦିଅର କହିଲେ…

ବଲାଙ୍ଗୀର,୨୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କର୍ଲାପିଟା ଗାଁରେ ରବିବାର ବୀଭତ୍ସ ହତ୍ୟାକାଣ୍ଡ ଘଟିଯାଇଛି। ସ୍ବାମୀଙ୍କ ଟାଙ୍ଗିଆ ଚୋଟରେ ୪ ମାସର ଗର୍ଭବତୀ ସ୍ତ୍ରୀ…

1 month ago

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

1 month ago

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ସାମ୍ନାରେ ଦାଦାଗିରି, ୨ ଯୁବକ ରଡ୍‌-ଟାଙ୍ଗିଆ ଧରି ଖେଳାଇଥିଲେ ଆତଙ୍କ, ଆଜି…

ବଲାଙ୍ଗୀର,୬ା୯(ସୁନିଲ ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ବିଶ୍ବବିଦ୍ୟାଳୟ ଗେଟ୍‌ ସମ୍ମୁଖରେ କିଛିଦିନ ତଳେ ଗୁଣ୍ଡାଗର୍ଦ୍ଦି ଘଟଣାରେ ପୋଲିସ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ…

1 month ago

ବ୍ୟବସାୟୀ ଅପହରଣ ମାମଲା: ମହିଳା ପୋଲିସ ସବ୍‌ଇନ୍ସପେକ୍ଟରଙ୍କ ସହ ଜଣେ ସାମ୍ବାଦିକ ଗିରଫ, ୪କୁ ବୃଦ୍ଧି ପାଇଲା ସଂଖ୍ୟା

ବଲାଙ୍ଗୀର,୧୭ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ ଗୁଣ୍ଡା ସାହୁ ଅପହରଣ ମାମଲାରେ ବଲାଙ୍ଗୀର ପୋଲିସ ଭୁବନେଶ୍ବରରୁ ଜଣେ ମହିଳା ସବ୍‌ଇନ୍ସପେକ୍ଟର ଓ ଜଣେ ଖବରଦାତାଙ୍କୁ…

2 months ago

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

2 months ago

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

2 months ago