୨୨ ଲକ୍ଷରୁ ଅଧିକ ଟଙ୍କା ହେରଫେର ଅଭିଯୋଗ, ବଲାଙ୍ଗୀର ବଙ୍ଗୋମୁଣ୍ଡା JE ଗିରଫ
ବଲାଙ୍ଗୀର,୧୦।୧୧: ସରକାରୀ ପାଣ୍ଠି ହେରଫେର ଅଭିଯୋଗରେ ଭିଜିଲାନ୍ସ ପକ୍ଷରୁ ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡା ବ୍ଲକର କନିଷ୍ଠ ଯନ୍ତ୍ରୀ (JE) ଜୟନାରାୟଣ ବାଗ୍ଙ୍କୁ ଗିରଫ କରାଯାଇଛି। ସେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ ପ୍ରାୟ ୨୨ ଲକ୍ଷ ୧୬ ହଜାର ୭୨…
ପ୍ରତିଭା ସମ୍ମାନ ସମାରୋହ: ପ୍ରତିଭାକୁ ଖୋଜିଖୋଜି…
ବଲାଙ୍ଗୀର,୮।୧୧(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଓକିଲ ସଂଘ ପକ୍ଷରୁ ସ୍ବତନ୍ତ୍ର ପ୍ରତିଭା ସମ୍ମାନ ସମାରୋହ ଶନିବାର ଜିଲା ସିଭିଲ କୋର୍ଟ ବାର ହଲଠାରେ ଅନୁଷ୍ଠିତ ହୋଇଛି। ଜିଲା ଓକିଲ ସଂଘ ସଭାପତି ବାସୁଦେବ ରଥଙ୍କ ସଭାପତିତ୍ୱରେ ଅନୁଷ୍ଠିତ ପ୍ରତିଭା ସମ୍ମାନ…
ବଲାଙ୍ଗୀର-ସୋନପୁର ରାସ୍ତାରେ ଦୁର୍ଘଟଣା: ବାଇକ ଆରୋହୀଙ୍କ ମୃତ୍ୟୁ, ରାସ୍ତାରୋକ
ବଲାଙ୍ଗୀର,୨୧।୯( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ସୋନପୁର ଏନଏଚ ୫୭ର ରଣ୍ଡା ଗ୍ରାମ ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଛି। ପିକଅପ ଭ୍ୟାନର ଧକ୍କାରେ କୁଲେରବାହାଲି ଗ୍ରାମର ଯୁବକ ଜଗଦୀଶ ମଟାରିଙ୍କର ଘଟଣାସ୍ଥଳରେ ମୃତ୍ୟୁ…
ବଲାଙ୍ଗୀର ଡବଲ ମର୍ଡର ଘଟଣା: ରକ୍ତ ଭିଜା ଲୁଗା, ମୋବାଇଲ ଜବତ କଲା ପୋଲିସ
ବଲାଙ୍ଗୀର,୨୯ା୧୦(ସୁନିଲ କୁମାର ମହାନ୍ତି): ପୁଇଁତଲା ଥାନା ଅଧୀନରେ ତଣ୍ଡାମୁଣ୍ଡା ପତ୍ରା ଜଙ୍ଗଲରେ ଡବଲ ମର୍ଡର ଘଟଣାରେ ବଲାଙ୍ଗୀର ପୋଲିସ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ହାସଲ କରିଛି । ପ୍ରାରମ୍ଭରୁ ପୋଲିସ ଡ୍ରଗ୍ସ କାରବାରରୁ ଏହି ଡବଲ ମର୍ଡର ସଂଘଟିତ ହୋଇଥିବା କହିଛି। ଇତିମଧ୍ୟରେ…
୫ କୋଟି ଟଙ୍କା ଆତ୍ମସାତ୍ କରି ଗିରଫ ହେଲେ ପିଇଓ, ବିଭିନ୍ନ ଯୋଜନାର ଟଙ୍କାକୁ…
ବଲାଙ୍ଗୀର,୧୬ା୧୦(ସୁନୀଲ କୁମାର ମହାନ୍ତି): ପ୍ରାୟ ୫ କୋଟି ଟଙ୍କା ହେର୍ଫେର ଅଭିଯୋଗରେ ଭରସୁଜା ଓ ଆଗଲପୁର ପଞ୍ଚାୟତ ନିର୍ବାହୀ ଅଧିକାରୀ ରାଜକିଶୋର ପୋଢ଼ ଗିରଫ ହୋଇଥିବା ଜଣାପଡ଼ିଛି। ଗିରଫ ପିଇଓ ଆଗଲପୁର ଓ ଭରସୁଜା ପଞ୍ଚାୟତରେ ଗତ ତିନି ବର୍ଷ ହେବ…
ଗରିବ ମହିଳା, ବେକାରୀଙ୍କ ପାଇଁ ମାସକୁ ୮୫୦୦ ଟଙ୍କା ଘୋଷଣା କଲେ ରାହୁଲ
ବଲାଙ୍ଗୀର,୧୫ା୫(ସୁନୀଲ ମହାନ୍ତି): ଯେଉଁ ସମ୍ବିଧାନ ଦେଶର ଅଗଣିତ ଚାଷୀ, ଗରିବ, ଖଟିଖିଆ, ମଜଦୂର, ମହିଳା, ଯୁବକ, ଯୁବତୀଙ୍କୁ ବଞ୍ଚିବାର ଅଧିକାର ଦେଇଛି, ସେଇ ସମ୍ବିଧାନକୁ ଭାଜପା ଫାଡ଼ି ଦେବ ବୋଲି ଘୋଷଣା କରିଛି। ଭାରତର ଜନସାଧାରଣ ଓ କଂଗ୍ରେସ ଥିବା ଯାଏ…
ବିରୋଧୀମାନେ ମିଛ କଥା କହୁଛନ୍ତି, ଭାଜପା ନେତା କୁମ୍ଭୀର କାନ୍ଦଣା କାନ୍ଦୁଛନ୍ତି: ନବୀନ
ଭୁବନେଶ୍ୱର/ବଲାଙ୍ଗୀର,୧୨ା୫: ବଲାଙ୍ଗୀର ଜିଲା ବଙ୍ଗୋମୁଣ୍ଡାଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏକ ବିରାଟ ସଭାରେ ରବିବାର ଯୋଗ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଉକ୍ତ ସଭାରେ ସମ୍ବୋଧିତ କରିବା ସହ ସିଧା ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀମାନେ ମିଛ କଥା କହୁଛନ୍ତି। ଭାଜପା…
ବଲାଙ୍ଗିରର ୨ଟି ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୨୯୬.୫୦ କୋଟି ଟଙ୍କା ମଞ୍ଜୁର
ଭୁବନେଶ୍ୱର, ୧୮।୧୧: ବଲାଙ୍ଗୀର ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ୨୯୬.୫୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ପ୍ରକଳ୍ପ ଦୁଇଟି ହେଉଛି: ସୁନଗଡ ନଦୀରେ ସିକୁଆଁ/ସିଲେଟକଣି ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ଅଙ୍ଗ ନଦୀରେ…
Archives


