Tag Archives: Balangir

ପ୍ରତିଷ୍ଠିତ ବ୍ୟବସାୟୀଙ୍କୁ ଅପହରଣ, ଲୋକେସନ୍‌ ଟ୍ରାକ୍‌ କରି ତନାଘନା ଚଳାଇଛି ପୋଲିସ

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ନରେନ୍ଦ୍ର ସାହୁ (ଗୁଣ୍ଡା)ଙ୍କୁ କିଛି ଲୋକ ଅପହରଣ କରିଥିବା ପରିବାର ଲୋକେ ସନ୍ଦେହ କରି ବଲାଙ୍ଗୀର ଟାଉନ ଥାନାରେ ଶୁକ୍ରବାର ରାତିରେ ଅଭିଯୋଗ କରିଥିଲେ। ବଲାଙ୍ଗୀର ଏସ୍‌ପି ଅଭିଳାଷ ଜୀଙ୍କ ନିର୍ଦ୍ଦେଶକ୍ରମେ ପୋଲିସ…

ପଡ଼ୋଶୀଙ୍କ ପଥରମାଡ଼ରେ ଯୁବକ ମୃତ, ୫ ଜଣଙ୍କୁ ପୋଲିସ ଅଟକ ରଖି…

ବଲାଙ୍ଗୀର,୨୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡରୁ ଆସିଛି ଏକ ଚାଞ୍ଚଲ୍ୟକର ଖବର। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପଥରମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ୫ ଜଣଙ୍କୁ ପୋଲିସ ଥାନାକୁ ଆଣି ଅଟକ ରଖି ପଚାଉଚରା…

ଶୋଇଥିବାବେଳେ ଘରେ ପଶିଲା ବନ୍ୟାଜଳ, ଗାଁରେ ଉତ୍ତେଜନା

ବଲାଙ୍ଗୀର, ୨୭ା୭(ବୀରେନ୍ଦ୍ର କୁମାର ଝାଙ୍କର): ଉପର ମୁଣ୍ଡରେ ଲଗାଣ ବର୍ଷା ଯୋଗୁ ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁରେ ସାଂଘାତିକ ସ୍ଥିତି ସୃଷ୍ଟି ହୋଇଛି। ଏହି ଗ୍ରାମରେ ୮୪ ଆଦିବାସୀ ପରିବାର ସମେତ ମୋଟ ୧୦୬ ପରିବାର ରହୁଛନ୍ତି।…

ଦିଲ୍ଲୀ ଛାତ୍ର୍ର ଆନ୍ଦୋଳନକୁ ସମର୍ଥନ ଜଣାଇ ଗଣଧାରଣା: କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରି…

ବଲାଙ୍ଗୀର,୨୫ା୭(ସୁନିଲ କୁମାର ମହାନ୍ତି): ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ନେଇ ଦିଲ୍ଲୀରେ ଚାଲିଥିବା ଛାତ୍ର ଆନ୍ଦୋଳନ ସମର୍ଥନରେ ଶନିବାର ବଲାଙ୍ଗୀର ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଗଣଧାରଣା ଦିଆଯାଇଛି। ସିଭିଲ୍‌ ରାଇଟସ ପ୍ରୋଟେକସନ ଫୋରମ…

୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…

ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍‌ତେଲ ଥଇଥାନ, ପୁନର୍ବାସ, ଶିବିର ଓ କୋଠା ବିଭାଗ ପକ୍ଷରୁ ଗାଁରେ ସର୍ବସାଧାରଣ ନୋଟିସ୍‌ ଛପାଯାଇଛି। ଉକ୍ତ ନୋଟିସ୍‌ରେ ଚଳିତ…

ମୋବାଇଲରେ ପିଟି ସ୍ବାମୀଙ୍କୁ ମାରିଦେଲେ ସ୍ତ୍ରୀ, ବୋହୂଙ୍କ ନାଁରେ ଅଭିଯୋଗ ଆଣି ଶ୍ୱଶୁର କହିଲେ ଏମିତି…

ବଲାଙ୍ଗୀର,୧୨ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସ୍ବରାଜ ହସ୍ପିଟାଲରେ ରବିବାର ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତ ବ୍ୟକ୍ତି ଜଣକ ହେଲେ ବଲାଙ୍ଗୀର ଚମିନିଭାଟି ପଡ଼ାର ସ୍ବପ୍ନେଶ୍ବର ମିଶ୍ର। ଗତ ଜୁନ୍‌ ୨୧ ତାରିଖ ଦିନ ସ୍ବପ୍ନେଶ୍ବର ଓ ତାଙ୍କ ସ୍ତ୍ରୀଙ୍କ…

ଦୁର୍ଘଟଣାରେ ମା’-ଝିଅଙ୍କ ମୃତ୍ୟୁକୁ ନେଇ କାର୍ଯ୍ୟାନୁଷ୍ଠାନ ଦାବି କଲା ବିଜେଡି

ବଲାଙ୍ଗୀର,୧୦ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀନଗରପଡ଼ା ୨୬ ନମ୍ବର ଜାତୀୟ ରାଜପଥରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟି ମା’ ଝିଅଙ୍କ ମୃତ୍ୟୁ ଘଟିଥିଲା। ମୃତା ମହିଳା ହେଲେ ବଲାଙ୍ଗୀର ସହର ତାଲପାଲିପଡ଼ାର ସୁନୀତା ନାଗ(୪୦) ଓ ତାଙ୍କ…

ନିଶା ସେବନ କରି ଗାଡ଼ି ଚଲାଉଥିଲେ ଫରେଷ୍ଟର, ପୋଲିସ ଅଟକ ରଖି…

ବଲାଙ୍ଗୀର,୩୦ା୫(ସୁନିଲ କୁମାର ମହାନ୍ତି): ନିଶାସେବନ କରି ଗାଡ଼ି ଚଲାଇବା ଜଣେ ସରକାରୀ ଅଧିକାରୀଙ୍କୁ ମହଙ୍ଗା ପଡ଼ିଛି। ବଙ୍ଗୋମୁଣ୍ଡା ଫରେଷ୍ଟର ଦିବସ ମାଝୀ ନିଶାସେବନ କରି ଗାଡ଼ି ଚଲାଉଥିବା ଖବର ମିଳିଥିଲା। ନିଶାସକ୍ତ ଅବସ୍ଥାରେ ଲୋକଙ୍କ ଉପରକୁ କାର୍ ଚଢ଼ାଇବା ଅଭିଯୋଗ ହୋଇଛି।…

ବାଇକ୍‌ ଆରୋହୀଙ୍କୁ ଧକ୍କାଦେଇ ଓଲଟି ପଡ଼ିଲା ଟ୍ୟାଙ୍କର, ଚାଲିଗଲା ଜଣଙ୍କ ଜୀବନ

ସଇଁତଳା,୭ା୫(ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁତଳା ଦେଇ ଯାଇଥବା ବଲାଙ୍ଗୀର-ବୋରିଗୁମ୍ମା ୨୬ ନମ୍ବର ଜାତୀୟ ରାଜପଥ କେରମେଲି ଛକ ନିକଟରେ ଗୁରୁବାର ପୂର୍ବାହ୍ନରେ ଏକ ଟ୍ୟାଙ୍କର ଏବଂ ବାଇକ ମୁହାଁମୁହିଁ ଦୁର୍ଘଟଣା ହେବାରୁ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବାବେଳେ ଅନ୍ୟ…

ଲୋୟର ସୁକତେଲ ଡ୍ୟାମ୍‌ରୁ ସ୍ଥାୟୀ ଜଳସେଚନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ଲୋଇସିଂହା,୨୬ା୪(ସୁଶାନ୍ତ ବାରିକ): ବଲାଙ୍ଗୀର ସର୍କିଟ ହାଉସ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଶନିବାର ଲୋଇସିଂହା ଓ ଆଗଲପୁର ବ୍ଲକର ମିଳିତ କୃଷକ ସଂଘର୍ଷ ସମିତି ଏକ ପ୍ରତିନିଧି ଭେଟି ଲୋୟର ସୁକତେଲ ଡ୍ୟାମ୍‌ରୁ ଜଳସେଚନରୁ ବାଦ ପଡିଥିବା ଉଭୟ ବ୍ଲକର ୧୧…

ଚାଲିଗଲେ ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର, ଦରଦୀ ଡାକ୍ତରଙ୍କୁ ଝୁରି ହେଉଛନ୍ତି ଅଞ୍ଚଳବାସୀ

ବଲାଙ୍ଗୀର,୨୬ା୪(ସୁନିଲ କୁମାର ମହାନ୍ତି): ଅବସରପ୍ରାପ୍ତ ସିଡିଏମ୍‌ଓ ଡା. ମନୋରଞ୍ଜନ ମହାପାତ୍ର (୯୨)ଙ୍କ ରବିବାର ସକାଳେ ପରଲୋକ ହୋଇଛି। ସେ ବେଶ୍‌ କିଛିଦିନ ହେଲା ଅସୁସ୍ଥତା କାରଣରୁ ଶଯ୍ୟାଶାୟୀ ଥିଲେ। ଜଣେ ଦରଦୀ ଡାକ୍ତର ଓ ସମାଜସେବୀ ଭାବେ ସେ ଲୋକପ୍ରିୟ ଥିଲେ।…

ରାସ୍ତାରେ ଆସୁଆସୁ ହଠାତ୍‌ ଓଲଟି ପଡ଼ିଲା ମେଲୋଡ଼ି ଗାଡ଼ି, ଭିତରେ ଥିଲେ ୩୦ କଳାକାର

ବଲାଙ୍ଗୀର/ସଇଁତଳା,୨୬ା୪(ସୁନିଲ ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ରବିବାର ବଲାଙ୍ଗୀର ଜିଲା ସଇଁତଳା ଥାନା ଅନ୍ତର୍ଗତ ଜାତୀୟ ରାଜପଥ-୨୬ କନ୍ଧକେଲ ଗାଁ ଛକ ନିକଟରେ ସଡ଼କ ଦୁର୍ଘଟଣା ଘଟିଛି। ଏକ ମେଲୋଡ଼ି ଗାଡ଼ି ରାସ୍ତାରେ ଆସୁଥିବା ବେଳେ କୌଣସି କାରଣରୁ ହଠାତ୍‌ ରାସ୍ତା ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?