Tag Archives: Balasore

ବାଲେଶ୍ବର FM ଟ୍ରାଜେଡି: ସରକାରଙ୍କଠୁ ଟଙ୍କା ନେଇ ଡିଲ୍‌ କରିବା ଅପପ୍ରଚାର, ଥାନାରେ ଏତଲା

ବାଲେଶ୍ବର,୧୬।୭: ବାଲେଶ୍ବର ଜିଲାର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ (FM କଲେଜ)ର ଜଣେ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କ ଆତ୍ମହତ୍ୟା ଘଟଣାକୁ ନେଇ ରାଜ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି। ଏହି ଘଟଣାରେ ମୃତ ଛାତ୍ରୀଙ୍କ ଭାଇ ଭୋଗରାଇ ଥାନାରେ ଏକ ଏତଲା...

ଏଫଏମ କଲେଜ ଘଟଣା: ସାଂଘାତିକ ଖୁଲାସା କଲେ ଛାତ୍ରୀଙ୍କ ସହପାଠୀ

ବାଲେଶ୍ୱର,୧୩।୭: ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷର ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାରେ ସହପାଠୀ କଶିଷ୍‌ ଦାସ କହିଛନ୍ତି, କଲେଜରେ ଯୋଗଦେବା ପରେ କ୍ଲାସରେ ବିଭିନ୍ନ ଇସ୍ୟୁ ହେଉଥିବା ନେଇ ସେ ମୋତେ କହିଥିଲେ। କିନ୍ତୁ ମୁଁ...

ଏଫଏମ କଲେଜ ଘଟଣା: ମୁହଁ ଖୋଲିଲେ ପୀଡିତାଙ୍କ ବାପା, କଲେ ବଡ଼ ବିସ୍ଫୋରଣ

ବାଲେଶ୍ୱର,୧୩।୭(ବାଞ୍ଛାନିଧି ଦେ): ବାଲେଶ୍ୱର ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଇଣ୍ଟିଗ୍ରେଟେଡ୍‌ ବିଏଡ୍‌ର ଦ୍ୱିତୀୟ ବର୍ଷର ଛାତ୍ରୀ ଶନିବାର ଅଧ୍ୟକ୍ଷଙ୍କ ଅଫିସ ସମ୍ମୁଖରେ ପେଟ୍ରୋଲ ଢାଳି ଆମତ୍ାହୁତି ଦେବାକୁ ଉଦ୍ୟମ କରିଥିଲେ। ସେଠାରେ ଉପସ୍ଥିତ କଲେଜ କର୍ତ୍ତୃପକ୍ଷ ଓ କର୍ମଚାରୀ ସେ ନିଆଁରେ...

ଗୋଇନ୍ଦା ସୂଚନା ପରେ ସୀମାନ୍ତରେ ହାଇ ଆଲର୍ଟ, ୧୦ଟି ସ୍ଥାନରେ ୨୪ଘଣ୍ଟିଆ ନାକା ଚେକିଂ

ଭୋଗରାଇ, ୩ା୫(ପ୍ରଦୀପ ଦାସ): ପହଲଗାମରେ ୨୬ଜଣ ପର୍ଯ୍ୟଟକଙ୍କୁ ଆତଙ୍କବାଦୀ ଗୁଳି କରି ହତ୍ୟା ଘଟଣା ସାରା ବିଶ୍ୱକୁ ସ୍ତବ୍ଧ କରିଦେଇଥିବା ବେଳେ ଦେଶର ପ୍ରତିରକ୍ଷା ବିଭାଗ ପ୍ରତି ଚ୍ୟାଲେଞ୍ଜ ସୃଷ୍ଟି ହେଇଛି। ଏଭଳି ସ୍ଥିତିରେ ଭାରତର ସମସ୍ତ ସୀମାନ୍ତବର୍ତ୍ତୀ ରାଜ୍ୟରେ...

ଅଭାବନୀୟ: ବାପାଙ୍କୁ ହାଣିଲା ନାବାଳକ ପୁଅ, କଟକ ସ୍ଥାନାନ୍ତର ହେଲେ…

ବାଲେଶ୍ୱର, ୧୨।୪(ବାଞ୍ଛାନିଧି ଦେ): ପାରିବାରିକ କଳହରୁ ପରିବାର ମଧ୍ୟରେ ବୁଲିଲା ତେଲେଙ୍ଗା କଟୁରି । ବାପାଙ୍କୁ ହାଣିଲା ନାବାଳକ ପୁଅ । ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ବେଲବାରିଆ ଗ୍ରାମରେ। କୌଣସି କଥାକୁ କେନ୍ଦ୍ର...

ବନ୍ଧା ହେଲେ କୋଟିପତି ଯନ୍ତ୍ରୀ, ଆଖି ଖୋସିଲା ପରି ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ୍‌

ବାଲେଶ୍ୱର,୩।୮: ବାଲେଶ୍ୱର ଜିଲାର ଜଳସେଚନ ବିଭାଗ ଆନନ୍ଦପୁର ବ୍ୟାରେଜ୍‌ ଡିଭିଜନର ମୁଖ୍ୟ ନିର୍ମାଣ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଗିରଫ କରିଛି । ଗତକାଲି ତାଙ୍କ ଘରେ ରେଡ୍‌ କରାଯାଇଥିଲା । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶୁକ୍ରବାର ଭିଜିଲାନ୍ସ ଚଢ଼ାଉ...

ବାଲେଶ୍ୱରରେ କର୍ଫ୍ୟୁ କୋହଳ, ସ୍ଥିତିରେ ଆସୁଛି ସୁଧାର

ବାଲେଶ୍ୱର,୨୦ା୬(ମାନସ ବିଶ୍ୱାଳ): ବାଲେଶ୍ବର ସହରର ଭୁଜାଖିଆପିରସ୍ଥିତ ଏକ ସରକାରୀ ପାଣି ନାଳରେ ନାଲି ରଙ୍ଗପାଣି ପ୍ରବାହ ପ୍ରସଙ୍ଗକୁ ନେଇ ଗତ ସୋମବାର ସୃଷ୍ଟି ହୋଇଥିବା ଗୋଷ୍ଠୀ ସଂଘର୍ଷ ପୋଲିସ ପ୍ରଶାସନ ଓ ଜନ ପ୍ରତିନିଧିଙ୍କ ଉଦ୍ୟମରୁ ଆପାତତଃ ଏବେ ନିୟନ୍ତ୍ରଣାଧୀନ...

ବାଲେଶ୍ୱରରେ ଚାଲିଛି କର୍ଫ୍ୟୁ, ହେଲେ କାହିଁକି ବନ୍ଦ ହେଲା ଇଣ୍ଟରନେଟ୍‌

ବାଲେଶ୍ୱର,୧୯।୬(ମାନସ ବିଶ୍ୱାଳ): ଅଶାନ୍ତ ହୋଇପଡିଛି ବାଲେଶ୍ୱର। ନାଳରେ ପ୍ରବାହିତ ଲାଲ ରଙ୍ଗର ପାଣିକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ହୋଇଛି। ଯାହାପରେ ବାଲେଶ୍ୱରରେ ୧୪୪ ଧାରା ଜାରି କରାଯାଇଛି। ଏହି ଘଟଣା ପରେ ବିଳମ୍ବିତ ରାତିରେ ବାଲେଶ୍ୱର ଟାଉନ...

ରିଲ୍ସ କରୁଥିବାବେଳେ ଧକ୍କା ଦେଲା ଟ୍ରେନ୍‌, ଚାଲିଗଲା ଜୀବନ

ବାଲେଶ୍ୱର,୧୮।୩: (ଜନ୍ମେଜୟ ମିଶ୍ର)-ସୋର ଥାନା ସବିରା ରେଳଷ୍ଟେଶନ ନିକଟରେ ରହଣିଆ ଗ୍ରାମ ନିକଟରେ ଟ୍ରେନ ଲାଇନରେ ଜଣେ ଯୁବକ ଇନଷ୍ଟାଗ୍ରାମରେ ରିଲସ କରୁଥିବା ବେଳେ ଟ୍ରେନ୍‌ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଭଦ୍ରକ ଚରମ୍ପାର ବାଣିତିଆ ଗ୍ରାମର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri