ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ ପାଇଁ ରଘୁନାଥ ପ୍ରଧାନ, ମନୋଜ କୁମାର ନାୟକ ଏବଂ ନାରାୟଣ ଚନ୍ଦ୍ର ସାହୁ…