ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଉଚ୍ଚସ୍ତରୀୟ ବୈଠକ: ବାଲେଶ୍ବର FM ଛାତ୍ରୀ ମୃତ୍ୟୁ ଘଟଣା, ବିରୋଧୀଙ୍କ ବନ୍ଦ ଡାକରାକୁ ନେଇ ଆଲୋଚନା ଭୁବନେଶ୍ୱର,୧୬।୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବାସଭବନରେ ବୁଧବାର ରାତିରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସହ ରାଜ୍ୟ ସରକାରର ଏକାଧିକ ମନ୍ତ୍ରୀ ଉପସ୍ଥିତ ଥିଲେ। ବାଲେଶ୍ବର ଫକୀର ମୋହନ…