ପ୍ରତିବାଦ ସମୟରେ ବାମପନ୍ଥୀ ନେତାଙ୍କୁ ଧକ୍କା ଦେଲା କାର୍, ଜିଲାପାଳଙ୍କ ଅଫିସରେ ଧସେଇ ପଶିଲେ… ବାଲେଶ୍ୱର,୧୨ା୨(ବାଞ୍ଛାନିଧି ଦେ): ବାଲେଶ୍ୱର ଷ୍ଟେଶନରେ ଗୁରୁବାର ଟ୍ରେଡ୍ ୟୁନିଅନ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସକାଳେ ବାଙ୍ଗିରିପୋଷି-ପୁରୀ ଏକ୍ସପ୍ରେସ ଟ୍ରେନ୍କୁ ଅଟକାଇ ପ୍ରତିବାଦ କରାଯାଇଛି। ଏଥିସହ ସହରର ବିଭିନ୍ନ ସ୍ଥାନରେ ଆନ୍ଦୋଳନକାରୀଙ୍କ ବିକ୍ଷୋଭ ଜାରି ରହିଛି। କେନ୍ଦ୍ର ସରକାରଙ୍କ ଶ୍ରମିକ ସ୍ବାର୍ଥ…