ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଇମ୍ପାକ୍ଟ: ଆଉ ଖୋଲାରେ ଦିଆଯିବ ନାହିଁ ପେଟ୍ରୋଲ୍ ଭୁବନେଶ୍ୱର,୨୦।୭: ଓଡ଼ିଶାରେ ପେଟ୍ରୋଲ ପମ୍ପଗୁଡ଼ିକରେ ଏଣିକି ଖୋଲା ବୋତଲ କିମ୍ବା ପାତ୍ରରେ ପେଟ୍ରୋଲ ଦିଆଯିବ ନାହିଁ। କେବଳ ଗାଡ଼ିର ଇନ୍ଧନ ଟାଙ୍କିରେ ହିଁ ପେଟ୍ରୋଲ ଭରାଯିବ। ଏହି ନିଷ୍ପତ୍ତି ଆସନ୍ତାକାଲି, ଜୁଲାଇ ୨୧, ୨୦୨୫ରୁ କାର୍ଯ୍ୟକାରୀ ହେବ ବୋଲି ଓଡ଼ିଶା...