ରିଲ୍ସ କରୁଥିବାବେଳେ ଧକ୍କା ଦେଲା ଟ୍ରେନ୍, ଚାଲିଗଲା ଜୀବନ ବାଲେଶ୍ୱର,୧୮।୩: (ଜନ୍ମେଜୟ ମିଶ୍ର)-ସୋର ଥାନା ସବିରା ରେଳଷ୍ଟେଶନ ନିକଟରେ ରହଣିଆ ଗ୍ରାମ ନିକଟରେ ଟ୍ରେନ ଲାଇନରେ ଜଣେ ଯୁବକ ଇନଷ୍ଟାଗ୍ରାମରେ ରିଲସ କରୁଥିବା ବେଳେ ଟ୍ରେନ୍ ଧକ୍କାରେ ତାଙ୍କର ମୃତ୍ୟୁ ହୋଇଛି। ସେ ହେଲେ ଭଦ୍ରକ ଚରମ୍ପାର ବାଣିତିଆ ଗ୍ରାମର ଅକ୍ଷୟ… Posts pagination Newer posts 1 2