ଗୋଟିଏ ସପ୍ତାହରେ ହୋଇଗଲେ ଚନ୍ଦା: ଆତଙ୍କରେ ତିନି ଗାଁର ଲୋକେ ନୂଆଦିଲ୍ଲୀ,୮ା୧: ମହାରାଷ୍ଟ୍ରର ବୁଲଢନା ଜିଲାର ତିନୋଟି ଗାଁର ଅନେକ ବାସିନ୍ଦା ଗତ କିଛି ଦିନ ମଧ୍ୟରେ କେଶ ଝଡ଼ିବା ପରେ ଏକ ସପ୍ତାହ ମଧ୍ୟରେ ଚନ୍ଦା ହୋଇଯାଇଛନ୍ତି। ସ୍ୱାସ୍ଥ୍ୟ ଅଧିକାରୀମାନେ ସନ୍ଦେହ କରୁଛନ୍ତି ଯେ ସାର ଔଷଧ ଯୋଗୁଁ ଜଳ...