ଧକ୍କା ଦେଇ କଟା ହାତକୁ ଘୋଷାଡ଼ିନେଲା ପିକ୍ଅପ୍ ଭ୍ୟାନ
ଜଳେଶ୍ବର,୨୧ା୨(ନବୀନ ସାହୁ): ପିକଅପ ଜଣେ ବ୍ୟକ୍ତି ଙ୍କୁ ଧକ୍କା ଦେଇ କଟା ହାତକୁ ଘୋଷଡି ନେଲା ୨୦ କି.ମି.। ଆହତ ବ୍ୟକ୍ତିଙ୍କୁ କଟକ ବଡ ମେଡିକାଲ ପଠାଯାଇଛି। ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଲକ୍ଷ୍ମଣନାଥ- ଚାଫ୍ଲା ରୋଡରେ ଲକ୍ଷ୍ମଣ ନାଥ...
ଭୟଙ୍କର ଦୁର୍ଘଟଣା: ଓଭରବ୍ରିଜରେ ଝୁଲୁଛି ଲକ୍ଷ୍ମୀ ବସ
ବାଲେଶ୍ୱର,୨ା୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ସହଦେଵଖୁଣ୍ଟା ଥାନା ଅଧୀନ ଫାଣ୍ଡି ଛକ ଓଭରବ୍ରିଜରେ ସୋମବାର ରାତିରେ ଲକ୍ଷ୍ମୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବ୍ରିଜର ସାଇଡ ୱାଲକୁ ଧକ୍କା ଦେଇ ବ୍ରିଜ ଉପରେ ଝୁଲି ରହିଛି। ବସରେ କେହି ଯାତ୍ରୀ...
ବାଲେଶ୍ଵରରେ ସ୍ଥିତି ସମୀକ୍ଷା କଲେ ଡିଜିପି ଅରୁଣ ଷଡଙ୍ଗୀ
ବାଲେଶ୍ଵର,୨୦।୬(ମାନସ ବିଶ୍ୱାଳ): ଡିଜିପି ଅରୁଣ ଷଡଙ୍ଗୀ ସନ୍ଧ୍ୟା ୭.୩୦ ମିନିଟରେ ବାଲେଶ୍ଵର ପହଞ୍ଚି ପରିସ୍ଥିତି ଉପରେ ସମୀକ୍ଷା କରିଛନ୍ତି। ସ୍ଥାନୀୟ ସର୍କିଟ ହାଉସ ପରିସରରେ ଡିଜିପିଙ୍କ ସମୀକ୍ଷା ବୈଠକରେ ଆଇଜି ଦୀପକ କୁମାର , ଏଡିଆଇଜି ବି ଯୁଗଳ କିଶୋର...
ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ ନିଷ୍ପତ୍ତି
ବାଲେଶ୍ୱର,୨୦।୬: ବାଲେଶ୍ବର ସହରରେ ଆଉ ୨ ଘଣ୍ଟା କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ଏଣିକି ୭ରୁ ୧୧ ପରିବର୍ତ୍ତେ ସକାଳ ୬ଟାରୁ ଦିନ ୧୨ଟା କର୍ଫ୍ୟୁ କୋହଳ କରାଯିବ। ଏହି ସମୟରେ ଲୋକେ ଆବଶ୍ୟକ ଜିନିଷପତ୍ର...
ଜିଲା ପ୍ରଶାସନର ନିଷ୍ପତ୍ତି; ଆଉ ଦୁଇଦିନ ସ୍କୁଲ, କଲେଜ ବନ୍ଦ
ବାଲେଶ୍ୱର, ୧୯।୬: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ଦୃଷ୍ଟିରେ ରଖି ଜିଲା ପ୍ରଶାସନ ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି ନେଇଛି। ସେହିପରି ଗୁରୁବାର ସକାଳ ୭ଟାରୁ ପୂର୍ବାହ୍ନ ୧୧ଟା କର୍ଫ୍ୟୁ କୋହଳ କରାଯାଇଛି।...
ବାଲେଶ୍ୱରରେ ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ
ବାଲେଶ୍ୱର, ୧୯।୬: ଦୁଇ ଗୋଷ୍ଠୀ ମଧ୍ୟରେ ବିବାଦରୁ ବାଲେଶ୍ୱର ମୁନିସିପାଲିଟି ଅଞ୍ଚଳରେ ଲାଗୁ ହୋଇଥିବା କର୍ଫ୍ୟୁ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି। ସ୍ଥିତିକୁ ଅନୁଧ୍ୟାନ କରି ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ଯାଏ କର୍ଫ୍ୟୁ କୋହଳ...
Archives
