୨କୋଟିର ବ୍ରାଉନ୍ସୁଗାର ଜବତ: ବଡ଼ଭାଇ ଗିରଫ, ସାନଭାଇ ଚମ୍ପଟ
ବାଲେଶ୍ୱର,୮।୧୨(ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ବିଭାଗକୁ ମିଳିଛି ବଡ଼ ସଫଳତା। ସହଦେବଖୁଣ୍ଟା ଥାନା ଅନ୍ତର୍ଗତ ଅଡ଼ରବଜାରର ଜଣେ ବ୍ରାଉନ୍ସୁଗାର ବ୍ୟବସାୟୀଙ୍କ ଘରେ ଚଢ଼ାଉ କରାଯାଇ ୨କିଲୋ ଗ୍ରାମ୍ ବ୍ରାଉନ୍ସୁଗାର ଜବତ ହୋଇଛି। ଅଭିଯୁକ୍ତ ବଡ଼ଭାଇ ଅମଜେତ୍ ଖାନ୍ଙ୍କୁ ଗିରଫ କରାଯାଇଥିବା...
ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଘର ଭାଙ୍ଗିଥିଲେ ମିଳିବ ୧.୨୦ ଲକ୍ଷ ଟଙ୍କା
ଭୁବନେଶ୍ୱର,୨୪।୯: ଚଳିତ ସେପ୍ଟେମ୍ବରରେ ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁ ବାଲେଶ୍ୱର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତକରି କ୍ଷତିଗ୍ରସ୍ତମାନଙ୍କୁ...
ଭଡାଘରେ ଝୁଲୁଛି ମହିଳା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ: କ’ଣ ରହିଛି ଏହା ପଛରେ ବଡ଼ କାରଣ
ବାଲେଶ୍ୱର,୨୪।୮: ଭଡାଘରୁ ମିଳିଲା କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ। ଏଭଳି ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ଜଳେଶ୍ୱରରେ। ଭୋଗରାଇ ବ୍ଲକ କନିଷ୍ଠ ଯନ୍ତ୍ରୀ ମୋନାଲିସା ହେମ୍ବ୍ରମଙ୍କ ଝୁଲନ୍ତା ମୃତଦେହ ଶନିବାର ତାଙ୍କ ଭଡ଼ାଘରୁ ଜବତ କରାଯାଇଛି। ସ୍ଥାନୀୟ ଲୋକେ ଏହା...
ଆରମ୍ଭ ହେବ ‘ବୁଢ଼ାବଳଙ୍ଗ ସଂସ୍କାର ଯୋଜନା’
ବାଲେଶ୍ୱର, ୩।୭(ମାନସ ବିଶ୍ୱାଳ): ବାଲେଶ୍ୱର ନିର୍ବାଚନମଣ୍ଡଳୀ ଅଧୀନ ବନ୍ୟା ପ୍ରବଣ ଅଞ୍ଚଳ ଭାବେ ପରିଚିତ ବିଭିନ୍ନ ପଞ୍ଚାୟତରେ ବନ୍ୟାଜଳ ନିଷ୍କାସନ ଓ ସମ୍ଭାବ୍ୟ ବନ୍ୟା ସ୍ଥିତିର ନିୟନ୍ତ୍ରଣ ପାଇଁ ମଙ୍ଗଳବାର କ୍ଷେତ୍ର ପରିଦର୍ଶନ ସହ ଜଳସେଚନ ବିଭାଗ ପ୍ରସ୍ତୁତି ସମ୍ପର୍କରେ...
ଏସ୍ଏଚ୍ଜି କାର୍ଯ୍ୟକର୍ତ୍ତାଙ୍କୁ ଦୁର୍ବ୍ୟବହାର କଲେ ଇନଚାର୍ଜ, ତାତିଲେ ମହିଳା
ସିମୁଳିଆ, ୩।୭(ସନ୍ତୋଷ ନାୟକ): ସରକାର ଏସ୍ଏଚ୍ଜି ମହିଳାମାନଙ୍କୁ ମିଶନଶକ୍ତି ମାଧ୍ୟମରେ ସଶକ୍ତିକରଣ କରିବା ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ତେବେ ଗ୍ରୁପମାନଙ୍କ ଦାୟିତ୍ୱରେ ଥିବା ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ଇନଚାର୍ଜ ବିପିଏମ୍(ବ୍ଲକ ପ୍ରୋଜେକ୍ଟ ମ୍ୟାନେଜର) ବିଭିନ୍ନ ଏସ୍ଏଚ୍ଜି...
ସହଦେବଖୁଣ୍ଟା ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ; ବ୍ରଡ୍ ବ୍ୟାଣ୍ଡ ସେବା ଆରମ୍ଭ, ମୋବାଇଲ ଇଣ୍ଟରନେଟ ସେବାରେ ରୋକ୍
ବାଲେଶ୍ଵର( ମାନସ ବିଶ୍ୱାଳ) ୨୨।୬: ବାଲେଶ୍ୱର ଗୋଷ୍ଠୀ ସଂଘର୍ଷ ମାମଲାରେ ଗତକାଲି ଠାରୁ କର୍ଫ୍ୟୁରୁ ଶିଳ୍ପାଞ୍ଚଳ ଥାନାକୁ ବାଦ ଦିଆଯାଇଥିବା ବେଳେ ଆଜି ସହଦେବଖୁଣ୍ଟା ଥାନା ଅଞ୍ଚଳର କର୍ଫ୍ୟୁ ସମୟକୁ ଆଧିକ କୋହଳ କରାଯାଇଥିବା ଉପରେ ଜିଲାପାଳ ଆଶିଷ ଠାକରେ...
ବାଲେଶ୍ୱରରେ ଆହୁରି କୋହଳ ହେଲା କର୍ଫ୍ୟୁ; ଏଣିକି ସକାଳ ୫ରୁ ଦିନ ୨ ଯାଏ…
ବାଲେଶ୍ୱର,୨୧।୬: ଧିରେ ଧିରେ ସ୍ବାଭାବିକ ହେଉଛି ବାଲେଶ୍ୱର ସ୍ଥିତି। ଏହାକୁ ଦୃଷ୍ଟିରେ ରଖି କର୍ଫ୍ୟୁକୁ ଆହୁରି କୋହଳ କରାଯାଇଛି। ଶନିବାରଠାରୁ ସକାଳ ୫ଟାରୁ ଦିନ ୨ଟା ଯାଏ କର୍ଫ୍ୟୁ କୋହଳ ରହିବ। ତେବେ ସହଦେବଖୁଣ୍ଟା ଏବଂ ଟାଉନ୍ ଥାନା ଅଞ୍ଚଳରେ...
ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା
ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଛନ୍ତି। ସୋର ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି।...
ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ
ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ନିକଟରେ ସେ ଭାଜପା ଛାଡ଼ି...
ପୂର୍ବ ଶତ୍ରୁତାରୁ ରାତିଅଧରେ ଲଗାଇଦେଲେ ନିଆଁ: ଜୀବନ୍ତ ଜଳିଗଲେ ୨୫ ଛେଳି, ୪ ଗୋରୁ
ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଶ୍ରୀରାମପୁର ପଞ୍ଚାୟତ ବଳବୁଧି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୫ ଛେଳି ଓ ୪ ଗୋର ଜୀବନ୍ତ ଜଳି ଯାଇଛନ୍ତି। ଗାଁର କୈଳାସ ମଲ୍ଲିକଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା।...
ନନାଙ୍କୁ ମିଳିବନି କି ଭାଜପା ଟିକେଟ୍? ଏଥର ପ୍ରତାପ ଆଉ ଜିତିବେନିି କହିଲେ ଖାରବେଳ
ଭୁବନେଶ୍ୱର,୨୮।୨: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ଭାଜପା ଟିକେଟ୍ରେ ପୁଣି ନିର୍ବାଚନ ଲଢ଼ିବାକୁ ଆଗ୍ରହ ଦେଖାଇଛନ୍ତି ପୂର୍ବତନ ଏମ୍ପି ଖାରବେଳ ସ୍ବାଇଁ। ଏ ନେଇ ସେ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହା ସହ ସେ ପ୍ରତିଦ୍ବନ୍ଦ୍ବୀ ପ୍ରାର୍ଥୀଙ୍କଠାରୁ ପାଖାପାଖି ୪ ଲକ୍ଷରୁ ଅଧିକ...
ମାଟ୍ରିକ୍ ପରୀକ୍ଷାରେ କପି ଯୋଗାଉଥିଲେ ଖେଳ ଶିକ୍ଷକ: ପହଞ୍ଚିଗଲେ ବିଇଓ, ପରେ…
ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିଦାସପୁର ନରେନ୍ଦ୍ର ନାଥ ସରକାରୀ ଉଚ୍ଚ...
Archives
