Tag Archives: Baleswar

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ କରିଛନ୍ତି। ସୋର ପୋଲିସ ତାଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ସୂଚନା…

ଟିକେଟ୍ ପାଇ ନବୀନଙ୍କୁ କୃତଜ୍ଞତା ଜଣାଇଲେ ଲେଖାଶ୍ରୀ

ଭୁବନେଶ୍ୱର,୧୩ା୪: ବାଲେଶ୍ୱର ଲୋକ ସଭା ପାଇଁ ବିଜୁ ଜନତା ଦଳ ଲେଖାଶ୍ରୀ ସାମନ୍ତସିଂହାରଙ୍କୁ ପ୍ରାର୍ଥୀ ଘୋଷଣା କରିବା ପରେ ଶନିବାର ସେ ଦଳର ମୁଖିଆ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି କୃତଜ୍ଞତା ଜଣାଇଛନ୍ତି। ନିକଟରେ ସେ ଭାଜପା ଛାଡ଼ି ବିଜେଡିରେ…

ପୂର୍ବ ଶତ୍ରୁତାରୁ ରାତିଅଧରେ ଲଗାଇଦେଲେ ନିଆଁ: ଜୀବନ୍ତ ଜଳିଗଲେ ୨୫ ଛେଳି, ୪ ଗୋରୁ

ବାଲେଶ୍ୱର ଅଫିସ,୧୦।୩: ବାଲେଶ୍ୱର ଜିଲା ଶ୍ରୀରାମପୁର ପଞ୍ଚାୟତ ବଳବୁଧି ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୨୫ ଛେଳି ଓ ୪ ଗୋର ଜୀବନ୍ତ ଜଳି ଯାଇଛନ୍ତି। ଗାଁର କୈଳାସ ମଲ୍ଲିକଙ୍କ ଘରେ ଶନିବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଥିଲା। ପରିବାରର…

ନନାଙ୍କୁ ମିଳିବନି କି ଭାଜପା ଟିକେଟ୍‌? ଏଥର ପ୍ରତାପ ଆଉ ଜିତିବେନିି କହିଲେ ଖାରବେଳ

ଭୁବନେଶ୍ୱର,୨୮।୨: ବାଲେଶ୍ୱର ସଂସଦୀୟ କ୍ଷେତ୍ରରୁ ଭାଜପା ଟିକେଟ୍‌ରେ ପୁଣି ନିର୍ବାଚନ ଲଢ଼ିବାକୁ ଆଗ୍ରହ ଦେଖାଇଛନ୍ତି ପୂର୍ବତନ ଏମ୍‌ପି ଖାରବେଳ ସ୍ବାଇଁ। ଏ ନେଇ ସେ ପ୍ରସ୍ତୁତିରେ ଲାଗିପଡ଼ିଛନ୍ତି। ଏହା ସହ ସେ ପ୍ରତିଦ୍ବନ୍ଦ୍ବୀ ପ୍ରାର୍ଥୀଙ୍କଠାରୁ ପାଖାପାଖି ୪ ଲକ୍ଷରୁ ଅଧିକ ଭୋଟ୍‌ରେ…

ମାଟ୍ରିକ୍‌ ପରୀକ୍ଷାରେ କପି ଯୋଗାଉଥିଲେ ଖେଳ ଶିକ୍ଷକ: ପହଞ୍ଚିଗଲେ ବିଇଓ, ପରେ…

ଭୋଗରାଇ,୨୬।୬(ପ୍ରଦୀପ ଦାସ): ଚଳିତ ମାଟ୍ରିକ ପରୀକ୍ଷାରେ ପରୀକ୍ଷାର୍ଥୀଙ୍କୁ କପି ଯୋଗାଇବା ଓ ଅସାଧୁ ଉପାୟ ଅବଲମ୍ବନ କରିଥିବା ଯୋଗୁ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ହରିଦାସପୁର ନରେନ୍ଦ୍ର ନାଥ ସରକାରୀ ଉଚ୍ଚ ବିଦ୍ୟାଳୟରେ।…

ବାଲେଶ୍ୱର ସିମୁଳିଆ ବିଡିଓ ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସିମୁଳିଆ,୧୧।୧: ବାଲେଶ୍ୱର ସିମୁଳିଆ ବ୍ଲକ ଉନ୍ନୟନ ଅଧିକାରୀ(ବିଡିଓ) ବିଶ୍ୱରଂଜନ ମହାନ୍ତିଙ୍କ ଝୁଲନ୍ତା ମୃତଦେହ କରାଯାଇଛି । ସରକାରୀ କ୍ୱାଟର୍ସରେ ଝୁଲନ୍ତା ଅବସ୍ଥାରେ ତାଙ୍କର ମୃତଦେହ ଉଦ୍ଧାର କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ସିମୁଳିଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଯଦିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?