Tag Archives: Balianta murder case

ବାଲିଅନ୍ତା ମର୍ଡର କେସ୍‌: ଆସିଲା ଓମ୍‌ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ, ଏଥିରେ ସେ…

ବାଲିଅନ୍ତା,୨୦ା୭: ବାଲିଅନ୍ତାରେ ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ପିଟିପିଟି ମାରିଦେବା ଘଟଣାରେ ଆସିଲା ସୌମ୍ୟଙ୍କ ସହଯୋଗୀ ଓମ୍‌ପ୍ରକାଶ ମହାନ୍ତି ଓମ୍‌ଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ। ଓମ୍‌ ସତ କହିଥିବା ରିପୋର୍ଟରୁ ସ୍ପଷ୍ଟ ହୋଇଛି। ଏହି ଘଟଣାରେ ୫/୬ ଅଭିଯୁକ୍ତ ଏବେ ବି ଫେରାର…

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ଆସିଲା ସାଂଘାତିକ ତଥ୍ୟ: କଲ୍‌ କରି ଆମ୍ବୁଲାନ୍ସ ଫେରାଇ ଦେଇଥିଲେ ଜଣେ ବ୍ୟକ୍ତି

ଭୁବନେଶ୍ୱର,୩ା୬: ବାଲିଅନ୍ତା ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ମାମଲାରେ ସାମ୍ନାକୁ ଆସିଛି ଏକ ସାଂଘାତିକ ତଥ୍ୟ। ମେ’ ୭ରେ ଅଡ଼ଶପୁର ମେଡିକାଲର ଆମ୍ବୁଲାନ୍ସକୁ ଜଣେ ବ୍ୟକ୍ତି କଲ୍‌ କିରଥିଲେ। ପୂର୍ବାହ୍ନ ୧୧.୦୬ରେ କଲ୍‌ କରିଥିବାବେଳେ ୧୧.୩୬ରେ ଦୁର୍ଘଟଣାସ୍ଥଳରେ ୧୦୮ ଆମ୍ବୁଲାନ୍ସ ପହଞ୍ଚିଥିଲା।…

ବାଲିଅନ୍ତା ମର୍ଡର କେସ୍‌: ଗିରଫ ହେଲେ ମୁଖ୍ୟ ଅଭିଯୁକ୍ତ

ବାଲିଅନ୍ତା,୧୪ା୫: ବାଲିଅନ୍ତା ମର୍ଡର ଘଟଣାରେ ମୁଖ୍ୟ ଅଭିଯୁକ୍ତ ଚିନୁ ଓରଫ ରଞ୍ଜିତ ପାତ୍ର ଗିରଫ ହୋଇଛନ୍ତି। କଟକସଦର ଥାନା ଗଙ୍ଗେଶ୍ବରପଡ଼ାର ମୁଖ୍ୟ ଅଭିଯୁକ୍ତ ଗିରଫ ହୋଇଛନ୍ତି। ହାତଗୋଡ଼ ବନ୍ଧା ଅବସ୍ଥାରେ ଚିନୁ ହିଁ ବାଉଁଶରେ ପିଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ ୭…

ବାଲିଅନ୍ତା ବର୍ବରତା; ରାଜ୍ୟ ସରକାରଙ୍କ କାର୍ଯ୍ୟାନୁଷ୍ଠାନ, ୪ ପୋଲିସ ସସ୍‌ପେଣ୍ଡ୍‌

ଭୁବନେଶ୍ବର,୧୦ା୫: ବାଲିଅନ୍ତା ବର୍ବରତା ଘଟଣା କେବଳ ରାଜ୍ୟ ନୁହେଁ ଦେଶରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ଘଟଣାରେ ବର୍ତ୍ତମାନ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୪ ପୋଲିସକୁ ସସପେଣ୍ଡ କରାଯାଇଛି । ବାଲିଅନ୍ତା IIC ଅନୀଲ ପରିଡ଼ାଙ୍କୁ…

ବାଲିଅନ୍ତାରେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣା: ମୁହଁ ଖୋଲିଲେ ଯୁବତୀ, କହିଲେ ମୋତେ ଆଉ ମୋ’ ସାଙ୍ଗକୁ ସେ…

ବାଲିଅନ୍ତା,୮ା୫(ନୀଳମାଧବ ସାହୁ): ଖୋର୍ଦ୍ଧା ଜିଲା ବାଲିଅନ୍ତାରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା ଘଟଣାରେ ମୁହଁ ଖୋଲିଛନ୍ତି ଯୁବତୀ। ସେ କହିଛନ୍ତି, ମୋତେ ଓ ମୋ’ ସାଙ୍ଗକୁ ୨ ଜଣ ଯୁବକ ଅସଦାଚରଣ କରିଥିଲେ। ଆଗରୁ ମୁଁ ସେମାନଙ୍କୁ କେବେ କେଉଁଠି ଦେଖି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?