ଅଙ୍ଗନୱାଡ଼ି କେନ୍ଦ୍ରରେ ନଳକୂପ ଅଚଳ: କେବେ ସୁଧୁରିବ ପାଣି ସମସ୍ୟା ?
ବାଲିଗୁଡା,୯।୩(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ଚାଞ୍ଚେଡ଼ି ପଞ୍ଚାୟତ ଅନ୍ତର୍ଗତ କେଲେମାହା ଅଙ୍ଗନୱାଡ଼ି କେନ୍ଦ୍ରରେ ଆଜକୁ ଦୀର୍ଘଦିନ ହେଲା ପାନୀୟ ଜଳ ସମସ୍ୟା ଦେଖା ଦେଇଛି । ଉକ୍ତ ଅଙ୍ଗନୱାଡ଼ି କେନ୍ଦ୍ରରେ ଥିବା...
ଶଟ୍ ସର୍କିଟ୍ରୁ ଜଳିଗଲା ମିକ୍ସଚର୍ ଫ୍ୟାକ୍ଟ୍ରି; ୧୦ ଲକ୍ଷ ଟଙ୍କାରୁ ଊର୍ଦ୍ଧ୍ୱ ମୂଲ୍ୟର ସାମଗ୍ରୀ ପୋଡ଼ି ପାଉଁଶ
ବାଲିଗୁଡ଼ା,୨୯।୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ନୁଆସାହିରେ ଶନିବାର ବିଳମ୍ବିତ ରାତ୍ରରେ ଏକ ମିକ୍ଚର ଫ୍ୟାକ୍ଟିରରେ ଅଗ୍ନିକାଣ୍ଡ ଘଟିବାରୁ ୧୦ ଲକ୍ଷ ଟଙ୍କାରୁ ଊଦ୍ଧର୍ବ ମୂଲ୍ୟର ସାମଗ୍ରୀ ଜଳି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି । ସୂଚନାନୁଯାୟୀ, ପ୍ରତିଦିନ...
ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା
ବାଲିଗୁଡା,୩ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ନୂଆସାହି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ-୨୦୨୪ ଅବସରରେ ବ୍ଲକ୍ ସ୍ତରୀୟ ସାଧାରଣ ଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ସ୍ଥାନୀୟ ଗୋଷ୍ଠୀ...
ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଅଭିଭାବକ ଓ ଛାତ୍ରଛାତ୍ରୀ
ବାଲିଗୁଡ଼ା,୧୬।୮(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ଶିକ୍ଷକ ଅଭାବକୁ ନେଇ ତାତିଲେ ଅଭିଭାବକ। ବିଦ୍ୟାଳୟର ମୁଖ୍ୟ ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ ଓ ଅଭିଭାବକ । ଏଭଳି ଏକ ଘଟଣା ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ...
ଠିକାଦାର ଓ ଯନ୍ତ୍ରୀ ମଧୁଚଦ୍ରିକା: ବେଲଘର ଠାରେ ପୂର୍ତ୍ତ ବିଭାଗର ନିମ୍ନ ମାନର ଗାର୍ଡୱାଲ ନିର୍ମାଣ
ବାଲିଗୁଡ଼ା,୨୭ା୭: (ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡ଼ିବନ୍ଧ ବ୍ଲକର ମାତୃଗାଁ ଠାରୁ ବେଲଘର ୨୭ କିଲୋମିଟର ଓ ବେଲଘର ଠାରୁ ଝିରିପାଣି ୧୧ କିଲୋମିଟର ରାସ୍ତା ବାଲିଗୁଡ଼ା ପୂର୍ତ୍ତ ବିଭାଗ ବିଭାଜନ ଅଧୀନରେ ରହିଛି।...
ପ୍ରଚାରରେ କମ୍ପୁଛି ଗାଁରୁ ସହର: ଦଳ ନୁହେଁ ପ୍ରାର୍ଥୀଙ୍କୁ ଦେଖି ଅଞ୍ଚଳର ବିକାଶ ପାଇଁ ମତଦାନ କରିବାକୁ ପ୍ରୟାସ
ବାଲିଗୁଡା:୧୬/୦୫:(ସଞ୍ଜୟ କୁମାର ପାଣିଗ୍ରାହୀ): ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇଥିବା ବେଳେ କନ୍ଧମାଳ ଜିଲ୍ଲାରେ ଦ୍ୱିତୀୟ ପର୍ଯ୍ୟାୟ ମଇ ୨୦ ତାରିଖରେ ହେବାକୁ ଥିବା ମତଦାନ ପାଇଁ ଜୋରଦାର ଚାଲିଛି ପ୍ରଚାର। ସମୟ ଯେତିକି ପାଖେଇ ଆସୁଛି, ପ୍ରାର୍ଥୀ...
Archives
