ଦିଲ୍ଲୀ ବିସ୍ଫୋରଣ ପରେ ବାଲିଯାତ୍ରା ପଡ଼ିଆରେ ହାଇଆଲର୍ଟ
କଟକ,୧୦।୧୧: ଦିଲ୍ଲୀ ଲାଲ୍ କିଲ୍ଲା ନିକଟରେ ହୋଇଥିବା ବିସ୍ଫୋରଣ ଘଟଣା ପରେ ସମଗ୍ର ଓଡ଼ିଶା ରାଜ୍ୟରେ ସୁରକ୍ଷା କଡ଼ାକଡ଼ି କରାଯାଇଛି। ରାଜ୍ୟ ପୋଲିସ୍ ମହାନିର୍ଦ୍ଦେଶକ (ଡିଜିପି) ୱାଇ.ବି ଖୁରାନିଆ ଏନେଇ ସୂଚନା ଦେଇଛନ୍ତି। ଦିଲ୍ଲୀ ବିସ୍ଫୋରଣ ପରେ ଡିଜିପି ଖୁରାନିଆ ତୁରନ୍ତ…
ବଦଳିଲା ପ୍ରସିଦ୍ଧ ବାଲିଯାତ୍ରା ନାଁ
କଟକ,୧୨।୯: ବଦଳିଗଲା ୧୦୦୦ ବର୍ଷର ଐତିହାସିକ ସହରର ଭିନ୍ନ ପରିଚୟ ବାଲିଯାତ୍ରାର ନାଁ। ନଭେମ୍ବର ୫ରୁ ଆରମ୍ଭ ହେବାକୁ ଥିବା ବାଲିଯାତ୍ରାର ନାଁକୁ ଚଳିତ ବର୍ଷ ବଦଳାଇ ଦିଆଯାଇଛି। ଏଥର କଟକ ବାଲିଯାତ୍ରା ନାଁ ହେବ ‘ଐତିହାସିକ ବାଲିଯାତ୍ରା କଟକ’। ଜିଲାପାଳଙ୍କ…
କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ
କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ ଦେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆନୁଷ୍ଠାନିକ ଭାବେ କାର୍ଡ ବଣ୍ଟନର ଶୁଭାରମ୍ଭ…
ଅଫ୍ଲାଇନ୍ରେ ବାଲିଯାତ୍ରା ଷ୍ଟଲ୍ ପଞ୍ଜୀକରଣ ସ୍ଥଗିତ
କଟକ,୨୩ା୧୦: ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ଦୃଷ୍ଟିରେ ରଖି କଟକ ବାଲିଯାତ୍ରାରେ ଷ୍ଟଲ୍ ଖୋଲିବା ନିମନ୍ତେ ପ୍ଲଟ୍ ପଞ୍ଜୀକରଣ ଦୁଇ ଦିନ ପାଇଁ ବନ୍ଦ ରଖାଯିବାକୁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ବାରବାଟୀ ପ୍ୟାଲେସଠାରେ ଚାଲିଥିବା ଏହି ଅଫ୍ ଲାଇନ୍ ପଞ୍ଜୀକରଣ ପ୍ରକ୍ରିୟା ଆସନ୍ତା…
ବାଲିଯାତ୍ରାରେ ‘ଜୀ ସାର୍ଥକ’ କଳାକାରଙ୍କୁ ଭେଟିବେ ଦର୍ଶକ
ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା): ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାରେ ଘରୋଇ ମନୋରଞ୍ଜନ ଚ୍ୟାନେଲ ‘ଜୀ ସାର୍ଥକ’ ପକ୍ଷରୁ ଏକ ଷ୍ଟଲ ଖୋଲାଯାଇଛି। ଏହି ଷ୍ଟଲରେ ଜୀ ସାର୍ଥକ ଦର୍ଶକଙ୍କ ଭରପୁର ମନୋରଞ୍ଜନ କରିବା ସହ ଛୋଟ ଛୋଟ ପ୍ରତିଯୋଗିତା ମାଧ୍ୟମରେ ଆକର୍ଷଣୀୟ ପୁରସ୍କାର ମଧ୍ୟ…
ଓଲିଉଡ୍ ନାଇଟ୍ରେ ଝୁମିବ ବାଲିଯାତ୍ରା
କଟକ,୨୭ା୧୧(ଶିଳ୍ପା ପ୍ରିୟଦର୍ଶିନୀ): ବାଲିଯାତ୍ରା ମହୋତ୍ସବରେ ଓଲିଉଡ୍ ଏବଂ ବଲିଉଡ୍ କଣ୍ଠଶିଳ୍ପୀଙ୍କୁ ନେଇ ଜମିବ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ। ଓଲିଉଡ୍ ନାଇଟ୍ରେ ୧୯ଜଣ କଳାକାର ଏବଂ କଣ୍ଠଶିଳ୍ପୀ ନୃତ୍ୟ, ସଙ୍ଗୀତ ପରିବେଷଣ କରିବାକୁ ଥିବାବେଳେ ବଲିଉଡ୍ର ସ୍ବନାମଧନ୍ୟ କଣ୍ଠଶିଳ୍ପୀ ଯୋଡ଼ି ସଚିନ- ଜିଗର ଏବଂ…
Archives


