ଅଶାନ୍ତ ହେଲା ବେଲୁଚିସ୍ତାନ, ଭୟଙ୍କର ବିସ୍ଫୋରଣରେ ୨୦ ଆହତ
କରାଚି,୧୯।୫: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି କାର୍ଯ୍ୟକାରୀ ହୋଇଛି। ଏହି ସମୟରେ, ପାକିସ୍ତାନର ଅଶାନ୍ତ ବେଲୁଚିସ୍ତାନ ପ୍ରଦେଶରୁ ଏକ ବୋମା ବିସ୍ଫୋରଣ ଖବର ଆସିଛି। କୁହାଯାଉଛି ଯେ ବୋମା ବିସ୍ଫୋରଣରେ ଅତି କମରେ ୪ଜଣଙ୍କର ମୃତ୍ୟୁ ହୋଇଛି, ଏହାସହ...
ବାଲୋଚିସ୍ତାନ ପରି ବାଂଲାଦେଶରୁ ଅଲଗା ହୋଇଯିବ ଚିଟାଗଙ୍ଗ, ଭାରତକୁ ମାଗିଲା ସାହାଯ୍ୟ!
ନୂଆଦିଲ୍ଲୀ, ୧୬।୫: ପାକିସ୍ତାନ ପରି ପୁଣି ବାଂଲାଦେଶରେ ବଡ଼ ବିଭାଜନ ଆଶଙ୍କା ଦେଖାଦେଇଛି। ୧୯୭୧ ମସିହାରେ ଭାରତ ସହାୟତାରେ ପୂର୍ବ ପାକିସ୍ତାନ ବାଂଲାଦେଶ ଭାବେ ସ୍ବଧୀନ ହୋଇଥିଲା। ବର୍ତ୍ତମାନ ପାକିସ୍ତାନର ବାଲୋଚିସ୍ତାନ ସ୍ବାଧୀନ ହେବା ନେଇ ଦାବି କରୁଥିବାବେଳେ ସାରା...
ଅଲଗା ହେବ ବାଲୁଚିସ୍ତାନ! ମୋଦିଙ୍କୁ ମାଗିଲା ୨ଟି ସାହାଯ୍ୟ, ପାକିସ୍ତାନ ଥରହର
ନୂଆଦିଲ୍ଲୀ,୧୬।୫: ତାଲିବାନ ନେତୃତ୍ୱାଧୀନ ଆଫଗାନିସ୍ତାନ ଆନୁଷ୍ଠାନିକ ଭାବରେ ଭାରତଠାରୁ ଦୁଇଟି ପ୍ରମୁଖ ସମର୍ଥନ ଲୋଡ଼ିଛି। ରୋଗୀଙ୍କ ଚିକିତ୍ସା ପାଇଁ ମେଡିକାଲ ଭିସା ଏବଂ ବ୍ୟବସାୟୀଙ୍କ ପାଇଁ ବ୍ୟବସାୟ ଭିସା। ଏହି ଆବେଦନ ଆଫଗାନିସ୍ତାନର କାର୍ଯ୍ୟକାରୀ ବୈଦେଶିକ ମନ୍ତ୍ରୀ ଆମିର ଖାନ...
ପାକିସ୍ତାନରୁ ଅଲଗା ହୋଇଗଲା ବାଲୋଚିସ୍ତାନ? ଭାରତ କରିବ ସାହାଯ୍ୟ!
କରାଚୀ/ନୂଆଦିଲ୍ଲୀ,୧୫।୫: ପାକିସ୍ତାନର ବାଲୋଚିସ୍ତାନ ପ୍ରଦେଶରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବାଲୋଚିସ୍ତାନ ନିଜକୁ ସ୍ବାଧୀନ ଘୋଷଣା କରିଛି। ବାଲୁଚ ନେତା ପାକିସ୍ତାନଠାରୁ ସ୍ବାଧୀନତା ଘୋଷଣା କରିଛନ୍ତି। ଏନେଇ ଭାରତକୁ ସମର୍ଥନ ପାଇଁ ଅନୁରୋଧ କରିଛନ୍ତି। ଏହି ଘୋଷଣା ପାକିସ୍ତାନରେ...
ଅସୀମ ମୁନିରଙ୍କୁ ବଡ଼ ଝଟ୍କା: ସେନା ହାତରୁ ଗଲା ପାକିସ୍ତାନର ୨ ଅଞ୍ଚଳ
ଇସଲାମାବାଦ୍,୧୦।୫: ଭାରତ ସହିତ ଉତ୍ତେଜନା ମଧ୍ୟରେ ପାକିସ୍ତାଦ ସେନା ମୁଖ୍ୟ ଅସୀମ ମୁନିରଙ୍କୁ ଏକ ବଡ଼ ଝଟକା ଲାଗିଛି। ଏହି ଝଟ୍କା ବେଲୁଚିସ୍ତାନର ଯୋଦ୍ଧାମାନେ ଦେଇଛନ୍ତି। ବେଲୁଚିସ୍ତାନର ଯୋଦ୍ଧାମାନେ ପାକିସ୍ତାନ ସେନାକୁ ପରାସ୍ତ କରି ଏହାର ଦୁଇଟି ଅଞ୍ଚଳକୁ ଛଡ଼ାଇ...
ପାକିସ୍ତାନ ସେନା ଉପରେ ଜୋରଦାର ଆକ୍ରମଣ: ବିସ୍ଫୋରଣରେ ୭ ସୈନିକ ନିହତ: ରିପୋର୍ଟ
ନୂଆଦିଲ୍ଲୀ, ୬।୫: ମଙ୍ଗଳବାର ପାକିସ୍ତାନର ଅଶାନ୍ତ ଦକ୍ଷିଣ ପ୍ରଦେଶ ବାଲୋଚିସ୍ତାନରେ ଏକ ଆଇଇଡି ବିସ୍ଫୋରଣରେ ପାକିସ୍ତାନ ସେନାର ସାତ ଜଣ ସୈନିକ ନିହତ ହୋଇଛନ୍ତି। ସେନା ଗାଡିକୁ ଟାର୍ଗେଟ କରାଯାଇଥିବା ନ୍ୟୁଜ ଏଜେନ୍ସି ରୟଟର୍ସ ରିପୋର୍ଟ କରିଛି। ଏହି ଆକ୍ରମଣର...
Archives
