ରାସ୍ତା ନାହିଁ, ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା ମହାକାଳପଡ଼ା,୨୫ା୬ (ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ସାନ୍ତାଳୀ ଗାଁ ପାଣିଖିଆକୁ ଭଲ ରାସ୍ତା ନାହିଁ। ଅସରାଏ ବର୍ଷା ହେଲେ ରୋଗୀଙ୍କୁ ବାଉଁଶ ଦୋଳା ଭରସା। ଆଦିବାସୀ ଅଧ୍ୟୁଷିତ ଏହି ଆଦିବାସୀ ସାନ୍ତାଳୀ…