ban on IPL telecast in bangaladesh

ମୁସ୍ତାଫିଜୁରଙ୍କୁ KKR ବାଦ୍ ଦେବାପରେ ପାଲଟା ପଦକ୍ଷେପ, ବାଂଲାଦେଶରେ IPL ପ୍ରସାରଣ ଉପରେ ଲାଗିଲା ବ୍ୟାନ

ନୂଆଦିଲ୍ଲୀ,୫।୧: ଦ୍ରୁତ ବୋଲର ମୁସ୍ତାଫିଜୁର ରହମାନଙ୍କୁ IPLରୁ ବାସନ୍ଦ କରାଯିବା ପରେ ବାଂଲାଦେଶ ବିଚଳିତ ଅବସ୍ଥାରେ ଅଛି। ଏହି ଘଟଣାର ପ୍ରତିକ୍ରିୟାରେ ବାଂଲାଦେଶ କ୍ରିକେଟ୍ ଅଜବ ନିଷ୍ପତ୍ତି…

1 month ago