କେସିଙ୍ଗା,୪ା୭(ତୁମେଶ୍ୱର ସାହୁ): କେସିଙ୍ଗା ବ୍ଲକ ଅନ୍ତର୍ଗତ କଶ୍ରୁପଡ଼ାସ୍ଥିତ ଜନତା ସରକାରୀ ଉଚ୍ଚ ବିଦ୍ୟାଳୟରେ ୭୭ ତମ ବନ ମହୋତ୍ସବ ଶୁକ୍ରବାର ପାଳିତ ହୋଇଯାଇଛି। ପ୍ରଧାନଶିକ୍ଷକ ସୁଧୀର ବିଶିଙ୍କ…