ମଦ୍ୟପାନ ପରେ ମନେପଡିଲା ଶତ୍ରୁତା! ଠେଙ୍ଗାରେ ପିଟି ପିଟି ଯୁବକଙ୍କୁ ହତ୍ୟା
ବଣାଇଁ,୮।୫( ପ୍ରଦୀପ ତ୍ରିପାଠୀ ): ସବୁ ଠିକ ଥିଲା, ଭୋଜିରେ ମଦ୍ୟପାନ କରିବା ପରେ ମନେ ପଡିଯାଇଥିଲା ପୂର୍ବ ଶତ୍ରୁତା। ପ୍ରଥମେ ବଚସା ପରେ ହତ୍ୟା । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବଣାଇଁ ଉପଖଣ୍ଡ କୋଇଡ଼ା ଥାନା ଅନ୍ତର୍ଗତ…
ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍
ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ ବିସ୍ଫୋରଣ ହେବା ପରେ ଅଞ୍ଚଳରେ ଆତଙ୍କ ଖେଳି ଯାଇଥିଲା । ମାଓବାଦୀ ଅଞ୍ଚଳରେ…
୧୨ ଟିକିଆ ହାତୀପଲଙ୍କ ତାଣ୍ଡବ, ଘର ଭାଙ୍ଗି ଧାନ…
ବଣାଇଁ, ୩୦।୧(ପ୍ରଦୀପ ତ୍ରିପାଠୀ): ବଣାଇଁ ବନଖଣ୍ଡର ତାମଡା ବନାଞ୍ଚଳରେ ୧୨ ଟିକିଆ ହାତୀ ପଲଙ୍କ ଉତ୍ପାତ ଯୋଗୁଁ ଅତିଷ୍ଠ ହୋଇ ପଡ଼ିଛନ୍ତି ୬ଟି ଗ୍ରାମର ଗ୍ରାମବାସୀ । ହାତୀ ଉପଦ୍ରବ ପାଇଁ ଚିନ୍ତାରେ ତାମଡା ବନାଞ୍ଚଳର ବଡ଼ଗାଁ, ଡୁମେରମୁଣ୍ଡା, ନୁନିଆପାଲି, କଣ୍ଟାପାଲି…
ବିକ୍ରି ବେଳେ ମାଡିବସିଲେ ଅବକାରୀ ବିଭାଗ, ୧୫ଲକ୍ଷର ଗଞ୍ଜେଇ ଜବତ
ବଣାଇଁ, ୧୩ା୧(ପ୍ରଦୀପ ତ୍ରିପାଠୀ): ଜଙ୍ଗଲରେ ଗଞ୍ଜେଇ ଚାଷ କରି ବିକ୍ରି ବେଳେ ବିଶ୍ବସ୍ତ ସୁତ୍ରରୁ ଖବର ପାଇ ମାଡିବସିଲେ ଅବକାରୀ ବିଭାଗ । ଅବକାରୀ ଅଧୀକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ବଣାଇଁ ଓ ରାଉରକେଲା ଅବକାରୀଙ୍କୁ ନେଇ ଗଠିତ ଏକ ସ୍ଵତନ୍ତ୍ର ଟିମ…
Archives


