ବୁଧବାର ବନକ ଲାଗି ନୀତି, ୫ ଘଣ୍ଟା ଦର୍ଶନ ବନ୍ଦ ପୁରୀ,୨୯ା୧୦: ଆସନ୍ତାକାଲି ବୁଧବାର କାର୍ତ୍ତିକ କୃଷ୍ଣ ତ୍ରୟୋଦଶୀ ତିଥି ଶ୍ରୀବିଗ୍ରହମାନଙ୍କ ବନକ ଲାଗି ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ...