ବାର୍ହା ଉପଦ୍ରବ: ୨୦ ଏକର କଦଳୀ ଚାଷ କ୍ଷତିଗ୍ରସ୍ତ କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ବୋରିଆ ପଞ୍ଚାୟତ ବୋରିଆ ଗ୍ରାମର ଭିମା ପାଣି ପଞ୍ଚାୟତ ଅଧୀନରେ ଚାଷୀମାନେ କରିଥିବା କଦଳୀ ଚାଷ ଉପରେ ବାର୍ହା ଉପଦ୍ରବ କରୁଥିବାରୁ ଚାଷୀମାନେ କ୍ଷତିଗ୍ରସ୍ତ ହେଉଛନ୍ତି। ଏଥିପ୍ରତି କେସିଙ୍ଗା ବନ ବିଭାଗ...