ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି ଗୋବିନ୍ଦପାଲି, ୨୮ା୮(କାର୍ତ୍ତିକ ରଥ): ଅନ୍ଧାରିମୂଲକ ଭିତରେ ଆଶାର କିରଣ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍ ବଣ୍ତାଘାଟିର ପ୍ରଥମ ଡାକ୍ତରୀ ଛାତ୍ର ମଙ୍ଗଳା ମୁଦୁଲି । ଆଦିମ ଜନଜାତିଙ୍କ ମଧ୍ୟରେ ପ୍ରଥମ ଡାକ୍ତର ହେବେ ମଙ୍ଗଳା । ସେ ଚୟନ ହେବା...