ଦିଲ୍ଲୀ ସାଧାରଣତନ୍ତ୍ର ଦିବସରେ ଅଭିନୟ ପାଇଁ ମନୋନୀତ ହେଲେ ବୃନ୍ଦାବନ ସାଂକୃତିକ ଅନୁଷ୍ଠାନର କଳାକାର କେସିଙ୍ଗା,୩୦।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନର ଷାଠିଏ ଜଣ କଳାକାର କେନ୍ଦ୍ର ସଂସ୍କୃତି ବିଭାଗ ଓ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ଦ୍ୱାରା ମନୋନୀତ ହୋଇଛନ୍ତି। ଚଳିତ ବର୍ଷ ସାଧାରଣ ତନ୍ତ୍ର ଦିବସରେ କର୍ତ୍ତବ୍ୟ...