ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ଗ୍ରୀନ ସିଗନାଲ ଦେଲେ ମୋଦି, ଜାଣନ୍ତୁ କେଉଁ ରାଜ୍ୟକୁ ମିଳିବ ଏହାର ଲାଭ ନୂଆଦିଲ୍ଲୀ,୧୭।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜାନୁଆରୀ ୧୭ ତାରିଖରେ ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ। ଏହି ଟ୍ରେନଟି ହାଓଡ଼ା ଏବଂ ଗୁଆହାଟି (କାମାଖ୍ୟା) ମଧ୍ୟରେ ଚାଲିବ ଏବଂ ଜାନୁଆରୀ ୧୮ ତାରିଖରେ...