ବାଂଲାଦେଶରେ ବିମାନ ଦୁର୍ଘଟଣାର ଭୟଙ୍କର ଦୃଶ୍ୟ, ଦେଖନ୍ତୁ ଭିଡିଓ, କେମିତି ହୋଇଥିଲା… ଢାକା,୨୧।୭: ବାଂଲାଦେଶର ରାଜଧାନୀ ଢାକାରେ ଏକ ବାୟୁସେନା ତାଲିମ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ରିପୋର୍ଟ ଅନୁଯାୟୀ, ସୋମବାର ଦିନ ପ୍ରାୟ ୧.୩୦ ସମୟରେ ବାଂଲାଦେଶ ବାୟୁସେନାର ଏକ ତାଲିମ ବିମାନ ମାଇଲଷ୍ଟୋନ କଲେଜ କୋଠା ସହିତ ଧକ୍କା ହୋଇଥିଲା। ଏହି...