ବାଂଲାଦେଶର ଐତିହାସିକ ବିଜୟ ଢାକା,୧୨ା୫: ଅଧିନାୟକ ନଜମୁଲ ହୋସେନ ଶାଣ୍ଟୋଙ୍କ ଶତକ ପରେ ମେହିଦି ହାସନ ମିରାଜ ଓ ନାହିଦ ରାଣାଙ୍କ ୫ ଉଇକେଟ ସଫଳତା ବଳରେ ପାକିସ୍ତାନ ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ବାଂଲାଦେଶ ୧୦୪ ରନରେ ଜିତି ନେଇଛି। ଘରୋଇ ମାଟିରେ ପାକିସ୍ତାନ…