Tag Archives: Bangladesh

ଅଣ୍ଡର-୧୯ ଏସିଆ କପ: ବାଂଲାଦେଶକୁ ପରାସ୍ତ କରି ଫାଇନାଲରେ ପହଞ୍ଚିଲା ପାକିସ୍ତାନ; ଭାରତ ସହ ହୋଇପାରେ…

ନୂଆଦିଲ୍ଲୀ,୧୨।୧୧: ଅଣ୍ଡର-୧୯ ଏସିଆ କପର ପ୍ରଥମ ଫାଇନାଲିଷ୍ଟ (ଅନ୍ତିମ ପର୍ଯ୍ୟାୟକୁ ଯାଇଥିବା ଦଳ) ସ୍ଥିର ହୋଇଯାଇଛି। ପ୍ରଥମ ସେମିଫାଇନାଲରେ ବାଂଲାଦେଶକୁ ପରାସ୍ତ କରି ଚଳିତ ଚାମ୍ପିୟନ ପାକିସ୍ତାନ ଫାଇନାଲରେ ନିଜ ସ୍ଥାନ ପକ୍କା କରିଛି। ଅଲ ଆମେରାଟ କ୍ରିକେଟ ଗ୍ରାଉଣ୍ଡ (ମିନିଷ୍ଟ୍ରି…

ମଧ୍ୟବିତ୍ତଙ୍କୁ ମହଙ୍ଗା ମାଡ଼: ଏକାଥରେ ଏତେ ଟଙ୍କା ବଢିଗଲା ଏଲପିଜି ସିଲିଣ୍ଡର ଦାମ୍‌

ନୂଆଦିଲ୍ଲୀ, ୧୧।୧୧: ପଡ଼ୋଶୀ ଦେଶ ପାକିସ୍ତାନ ପରେ ଏବେ ବାଂଲାଦେଶରେ ମଧ୍ୟ ରୋଷେଇ ଗ୍ୟାସ (LPG) ଦର ଆକାଶଛୁଆଁ ହୋଇଛି। ଉଭୟ ଦେଶରେ ଗ୍ୟାସ ସଙ୍କଟ ଓ କ୍ରମାଗତ ଦରବୃଦ୍ଧି ଯୋଗୁ ସାଧାରଣ ଲୋକଙ୍କ ଚିନ୍ତା ବଢ଼ିଛି। ବାଂଲାଦେଶରେ ମାତ୍ର ଗତ…

ଡିସେମ୍ବରରେ ବାଂଲାଦେଶରେ ବଡ଼ ଝଡ଼ ସୃଷ୍ଟି ହେବାକୁ ଯାଉଛି; ପାସପୋର୍ଟ ପାଇଁ ଆବେଦନ କରିଛନ୍ତି ଶେଖ ହସିନା

ନୂଆଦିଲ୍ଲୀ/ଢାକା,୯।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଡିସେମ୍ବରରେ ନିଜ ଦେଶକୁ ଫେରିବା ପାଇଁ ପ୍ରସ୍ତୁତି ଚଳାଇଛନ୍ତି। ହିଂସାତ୍ମକ ବିକ୍ଷୋଭ ପରେ ତାଙ୍କ ସରକାର କ୍ଷମତାଚ୍ୟୁତ ହୋଇଥିଲା ଏବଂ ଏହି ଘଟଣାକ୍ରମ ପରେ ତାଙ୍କୁ ଭାରତରେ ଆଶ୍ରୟ ନେବାକୁ ପଡ଼ିଥିଲା। ଯଦିଓ…

‘ନିଜ ମାଟିରେ ମରିବାକୁ ପ୍ରସ୍ତୁତ’: ମୃତ୍ୟୁଦଣ୍ଡାଦେଶ ପାଇବା ସତ୍ତ୍ୱେ ବାଂଲାଦେଶ ଫେରିବା ନେଇ ଅଟଳ ଶେଖ ହସିନା

ନୂଆଦିଲ୍ଲୀ/ଢାକା,୫।୧୧: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ସ୍ପଷ୍ଟ କରିଛନ୍ତି ଯେ, ପରିଣାମ ଯାହା ହେଉନା କାହିଁକିଭାରତରୁ ଫେରିବା ପରେ ଯଦି ତାଙ୍କୁ ମୃତ୍ୟୁଦଣ୍ଡ କିମ୍ବା ଗିରଫଦାରୀର ସାମ୍ନା କରିବାକୁ ପଡ଼େ, ତଥାପି ସେ ଆସନ୍ତା ଡିସେମ୍ବର ମାସରେ ଢାକା ଫେରିବେ।…

ବାଂଲାଦେଶ ଫେରିବାକୁ ନେଇ ଗର୍ଜନ କଲେ ଶେଖ ହସିନା, ତାରିକ ରହମାନଙ୍କୁ ଦେଲେ ବଡ଼ ଚ୍ୟାଲେଞ୍ଜ

ନୂଆଦିଲ୍ଲୀ/ଢାକା,୨୦।୧୦: ଏକ ସାମରିକ ବିଦ୍ରୋହ ପରେ ଦେଶ ଛାଡ଼ି ଚାଲିଯାଇଥିବା ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା କହିଛନ୍ତି ଯେ, ଯାହା ହେଉନା କାହିଁକି, ସେ ଆସନ୍ତା ଡିସେମ୍ବର ମାସରେ ବାଂଲାଦେଶ ଫେରିବେ। ସେ କହିଲେ, ‘ମୁଁ ଡିସେମ୍ବରରେ ବାଂଲାଦେଶ ଫେରିବି; ମୁଁ…

ଶେଖ ହାସିନା କେବେ ବାଂଲାଦେଶ ଫେରିବେ? ଉତ୍ତର ଦେଲା ଭାରତ

ନୂଆଦିଲ୍ଲୀ/ଢାକା,୪।୧୦: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ସମ୍ବନ୍ଧୀୟ ପ୍ରଶ୍ନର ଉତ୍ତର ଦେଇ ଭାରତ କହିଛି ଯେ ତାଙ୍କ ଫେରିବା ପାଇଁ କୌଣସି ନିର୍ଦ୍ଦିଷ୍ଟ ସମୟସୀମା ଦିଆଯାଇପାରିବ ନାହିଁ। ଭାରତ ଏହାର କାରଣ ମଧ୍ୟ ସ୍ପଷ୍ଟ କରିଛି। ଶନିବାର (ଅକ୍ଟୋବର…

Asian Games 2026: ପାକିସ୍ତାନକୁ ଦୁଇଥର ହରାଇବା ସହ ବାଂଲାଦେଶକୁ ଶୋଚନୀୟ ଭାବେ ପରାସ୍ତ କରି ୪ ପଦକ ଜିତିଲା ଭାରତ

କାକାମିଗାହାରା,୨୨।୯: ୨୦୨୬ ଏସୀୟ କ୍ରୀଡ଼ାର ତୃତୀୟ ଦିନ, ଅର୍ଥାତ ସୋମବାର (ସେପ୍ଟେମ୍ବର ୨୧), ଭାରତୀୟ ଦଳ ପାଇଁ ଅତ୍ୟନ୍ତ ସଫଳ ରହିଥିଲା ଏବଂ ଦଳ ମୋଟ ଚାରୋଟି ପଦକ ହାସଲ କରିଥିଲା। ଭାରତୀୟ ଖେଳାଳିମାନେ କେବଳ ପାକିସ୍ତାନକୁ ଦୁଇଥର ପରାସ୍ତ କରି…

ଭାରତକୁ ନାଲି ଆଖି ଦେଖାଇଲାଣି ବାଂଲାଦେଶ, ବର୍ତ୍ତମାନ ରଖିଲାଣି ବଡ଼ ସର୍ତ୍ତ

ଢାକା,୧୮।୯: ବାଂଲାଦେଶରେ ତାରିକ ରହମାନଙ୍କ ନେତୃତ୍ୱାଧୀନ ପ୍ରଶାସନ ଶେଖ ହସିନାଙ୍କ ପ୍ରତ୍ୟର୍ପଣ ଦାବିକୁ ନେଇ ଧମକପୂର୍ଣ୍ଣ ଆଭିମୁଖ୍ୟ ଗ୍ରହଣ କରିଛି। ଭାରତ ପ୍ରତି ଏକ ଆକ୍ରମଣାତ୍ମକ ମନୋଭାବ ପୋଷଣ କରି ଢାକା କହିଛି ଯେ ସମ୍ପର୍କରେ ଉନ୍ନତି ଆଣିବା ପାଇଁ ଶେଖ…

ସାଉଦି-ପାକ୍‌-ତୁର୍କୀ ପ୍ରତିରକ୍ଷା ମେଣ୍ଟରେ ସାମିଲ ହେବାକୁ ବାଂଲାଦେଶ ଆଗ୍ରହୀ

ନୂଆଦିଲ୍ଲୀ,୨୪ା୮: ସାଉଦି ଆରବ, ପାକିସ୍ତାନ ଏବଂ ତୁର୍କୀ ମଧ୍ୟରେ ନିକଟରେ ପ୍ରତିରକ୍ଷା ମେଣ୍ଟ ହୋଇଥିବାବେଳେ ସେଥିରେ ସାମିଲ ହେବା ଲାଗି ବାଂଲାଦେଶ ଆଗ୍ରହୀ ଥିବା ଏହାର ୨ ଜଣ ମନ୍ତ୍ରୀ କହିଛନ୍ତି। ଦେଶର ଜାତୀୟ ସ୍ବାର୍ଥ ଦୃଷ୍ଟିରୁ ଏଭଳି ନିଷ୍ପତ୍ତି ନିଆଯିବା…

ଭାରତକୁ ପୁଣି ସାହାଯ୍ୟ ମାଗିଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୧୯।୮: ଗତ କିଛି ମାସ ଧରି ବାଂଲାଦେଶ ଏବଂ ଭାରତ ମଧ୍ୟରେ ଦେଖାଦେଇଥିବା ଉତ୍ତେଜନା ପ୍ରାରମ୍ଭରେ ତାରିକ ରହମାନ ସରକାରଙ୍କୁ ପଛକୁ ପକାଇ ଦେଇଥିଲା। ତଥାପି, ବାଂଲାଦେଶ – ଯାହା ପୂର୍ବରୁ ବିଭିନ୍ନ ପ୍ରସଙ୍ଗରେ ସହମତି ପାଇବା ପରିବର୍ତ୍ତେ ଏକ ସଂଘର୍ଷପୂର୍ଣ୍ଣ…

ତାରିକ ରହମାନଙ୍କ ଭାରତ ଗସ୍ତ ପୂର୍ବରୁ ବାଂଲାଦେଶ ରଖିଛି ବଡ଼ ସର୍ତ୍ତ

ଢାକା,୧୬।୮: ବାଂଲାଦେଶ ରବିବାର କହିଛି ଯେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ଏବଂ ଢାକା ଦ୍ୱାରା ଚାହୁଁଥିବା ଅନ୍ୟ ପଳାତକଙ୍କୁ ଭାରତ ସରକାର ପ୍ରତ୍ୟାର୍ପଣ ପ୍ରକ୍ରିୟାକୁ ଆଗକୁ ନ ନେଲେ, ଏହାର ପ୍ରଧାନମନ୍ତ୍ରୀ ତାରିକ ରହମାନଙ୍କ ପ୍ରସ୍ତାବିତ ଭାରତ ଗସ୍ତ ଆଗକୁ…

‘ଆମେ ପୂର୍ବରୁ ସତର୍କ କରିଥିଲୁ’: ଦିଲ୍ଲୀରୁ ହାସିନାଙ୍କ ବଡ଼ ବୟାନ, ଦେହାଲିଗଲା ବାଂଲାଦେଶ!

ଢାକା,୬।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନୂଆଦିଲ୍ଲୀରୁ କରିଥିବା ଭର୍ଚୁଆଲ ପ୍ରେସ କନଫରେନ୍ସକୁ ନେଇ ବାଂଲାଦେଶ ଭାରତ ବିରୋଧରେ କଡ଼ା ପ୍ରତିବାଦ ଜଣାଇଛି। ଢାକାର ଦାବି ଅନୁସାରେ, ଏହି କାର୍ଯ୍ୟକ୍ରମର ସମ୍ଭାବ୍ୟ ପ୍ରଭାବ ସମ୍ପର୍କରେ ସେ ପୂର୍ବରୁ ଭାରତ ସରକାରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?