ଢାକା,୨୬।୧୨: ବାଂଲାଦେଶରେ ଫେବୃଆରୀରେ ଜାତୀୟ ର୍ନିବାଚନ ହେବାକୁ ଯାଉଛି, ଯାହା ରାଜନୈତିକ କାର୍ଯ୍ୟକଳାପକୁ ବୃଦ୍ଧି କରୁଛି। ଏହାକୁ ଦୃଷ୍ଟିରେ ରଖି, ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ…
ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ କି…
ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସଙ୍କ…
ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ ପୂର୍ବ…
ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ ସହିତ…
ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର କରିଛନ୍ତି।…
ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍ ଓସ୍ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ ଶିକଦର…
ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା ବେଳେ,…
ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ ବଢ଼ାନ୍ତୁ…
ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ…
ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଶନିବାର…
ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା ଚେତାବନୀ…