ବାଂଲାଦେଶରେ ହିନ୍ଦୁମାନଙ୍କ ପ୍ରତି ହେଉଥିବା ହିଂସା ଉପରେ ନୀରବତା ଭାଙ୍ଗିଲେ ୟୁନୁସ୍, କହିଲେ ସେମାନେ କ’ଣ ଆମ…
ଢାକା,୧୧ା୮: ବାଂଲାଦେଶର କାମଚଳା ସରକାରଙ୍କ ପରାମର୍ଶଦାତା ମହମ୍ମଦ ୟୁନୁସ ରବିବାର ସଙ୍କଟ ଜନିତ ଦେଶର ସଂଖ୍ୟାଲଘୁ ସମ୍ପ୍ରଦାୟ ବିଶେଷକରି ହିନ୍ଦୁମାନଙ୍କୁ ଟାର୍ଗେଟ୍ କରି ହେଉଥିବା ଆକ୍ରମଣକୁ ନିନ୍ଦା କରିଛନ୍ତି। ମହମ୍ମଦ ୟୁନୁସ୍ ଚେତାବନୀ ଦେଇ କହିଛନ୍ତି ଯେ, ସଂଖ୍ୟାଲଘୁଙ୍କ ଉପରେ ଆକ୍ରମଣ…
ବାଂଲାଦେଶ ବିପକ୍ଷରେ ଖେଳିବ ଭାରତ, ଜାଣନ୍ତୁ କେବେ କେବେ ରହିଛି ମ୍ୟାଚ୍
ନୂଆଦିଲ୍ଲୀ, ୧୧।୦୮: ଭାରତୀୟ କ୍ରିକେଟ୍ ଟିମ୍ ନିକଟରେ ଶ୍ରୀଲଙ୍କା ବିପକ୍ଷ ସିରିଜ୍ ଶେଷ କରିଛି। ଟି-୨୦ ସିରିଜ୍ ୩-୦ରେ ବିଜୟ ପରେ ୱାନ୍ଡେ ସିରିଜ୍ରେ ୦-୨ରେ ଶ୍ରୀଲଙ୍କା ଠାରୁ ପରାସ୍ତ ହୋଇଥିଲା ଟିମ୍ ଇଣ୍ଡିଆ । ବର୍ତ୍ତମାନ ଗୋଟିଏ ମାସ ପର୍ଯ୍ୟନତ…
ଭାରତରେ ପ୍ରବେଶ କରିବା ପାଇଁ ଅପେକ୍ଷାରେ ୩୦୦ ବାଂଲାଦେଶୀ, ହେଲେ ସୀମାରେ..
ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ହିନ୍ଦୁ ଏବଂ ସଂଖ୍ୟାଲଘୁ ସଂପ୍ରଦାୟ ସମୁଦାୟ ଉପରେ ଅତ୍ୟାଚାର ଜାରି ରହିଛି । ରାଜନୈତିକ ଅସ୍ଥିରତା ଭିତରେ ଦଙ୍ଗାକାରୀ ଦେଶରେ ଜଳାପୋଡ଼ା କରିବା ସହ ନୀରିହ ଜନତାଙ୍କୁ ଟାର୍ଗେଟ୍ କରୁଛନ୍ତି । ବିଶେଷ କରି ଅନ୍ୟ ଧର୍ମର…
ଡରିଲାଣି ପାକିସ୍ତାନ, ବାଂଲାଦେଶ ଭଳି ହେବନି ତ ସ୍ଥିତି ?
ନୂଆଦିଲ୍ଲୀ, ୦୯।୦୮: ବାଂଲାଦେଶରେ ଜାରି ରହିଛି ରାଜନୈତିକ ସଙ୍କଟ । ଛାତ୍ର ଆନ୍ଦୋଳନ ଏପରି ଉଗ୍ରରୂପ ଧାରଣ କରିଛି ଯେ, ସତ୍ତାରେ ଥିବା ସରକାର ଭଙ୍ଗିଛି ଏବଂ ଅନ୍ତରୀଣ ସରକାର ଶପଥ ନେଇଛି। ୫ଥରର ପ୍ରଧାନମନ୍ତ୍ରୀ ଭୟରେ ଦେଶ ଛାଡ଼ିଛନ୍ତି ।…
ମାନିଲେ ପ୍ରଧାନମନ୍ତ୍ରୀ, ହିନ୍ଦୁଙ୍କୁ ଖୋଜି ଖୋଜି କରାଯାଉଛି ଅତ୍ୟାଚାର
ଢାକା, ୦୯।୦୮: ବାଂଲାଦେଶରେ ଜାରି ରହିଥିବା ରାଜନୈତିକ ହିଂସା ମଧ୍ୟରେ କାମଚଳା ସରକାର ଶପଥ ନେଇଛି । ଏହି ସରକାରରେ ନୋବେଲ୍ ପୁରସ୍କାର ବିଜେତା ମହମ୍ମଦ ୟୁନୁସ ପ୍ରଧାନମନ୍ତ୍ରୀ ଭାବେ ଦ଼୍ବାୟିତ଼୍ବ ଗ୍ରହଣ କରିଛନ୍ତି । ସେ ତାଙ୍କ ପ୍ରଥମ ବୟାନ୍ରେ…
ଓଡ଼ିଶାରେ ବାଂଲାଦେଶୀଙ୍କ ଅନୁପ୍ରବେଶ ଆଶଙ୍କା; ୩ ଜିଲାକୁ ଆଲର୍ଟ ଜାରି କଲା ପୋଲିସ
କଟକ, ୮ା୮: ପଡୋଶୀ ବାଂଲାଦେଶରେ ବର୍ତମାନ ଅଶାନ୍ତ ରହିଥିଲା ବେଳେ ସେଠାରୁ ଲୋକେ ଦେଶଛାଡ଼ି ଅନ୍ୟତ୍ର ଯିବାକୁ ଉଦ୍ୟମ କରୁଛନ୍ତି। ଭାରତ ସବୁଠାରୁ ନିକଟବର୍ତୀ ସୁରକ୍ଷିତ ସ୍ଥାନ ହୋଇଥବାରୁ ସମସ୍ତେ ଭାରତ ଆସିବାକୁ ଚେଷ୍ଟା ଚଳାଇଛନ୍ତି। ଗତ ଦୁଇ ଦିନ ମଧ୍ୟରେ…
ଏବେ କେଉଁଠି ଶରଣ ନେବେ ଶେଖ ହସିନା ? ବଡ଼ ଝଟକା ଦେଲା ଇଂଲଣ୍ଡ
ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶରେ ହିଂସାତ୍ମକ ଛାତ୍ର ବିରୋଧ ପ୍ରଦର୍ଶନ ଦେଶବ୍ୟାପୀ ଅଶାନ୍ତି ଏବଂ ସେନା କ୍ଷମତା ନିଜ ହାତକୁ ନେବା ପରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଭାରତରେ ଆସି ଶରଣ ପଶିଛନ୍ତି। ସୂଚନାନୁସାରେ, ଶେଖ ହସିନା ଆସନ୍ତା କିଛି ଦିନ…
ଜଗନ୍ନାଥଙ୍କୁ ବି ଛାଡ଼ିଲେନି, ହିନ୍ଦୁ ମନ୍ଦିର ଭାଙ୍ଗାରୁଜା ସହ ଜାଳିଦେଲେ
ନୂଆଦିଲ୍ଲୀ, ୦୬।୦୮: ବାଂଲାଦେଶର ଅବସ୍ଥା ଏବେ ଶୋଚନୀୟ ହୋଇପଡ଼ିଛି । ହିଂସା ଏବଂ ଅରାଜକତା ମଧ୍ୟରେ ଆନ୍ଦୋଳନକାରୀ ବିଂଲାଦେଶରେ ରହୁଥିବା ଅଳ୍ପ ସଂଖ୍ୟକ ହିନ୍ଦୁଙ୍କୁ ଟାର୍ଗେଟ୍ କରିବା ଆରମ୍ଭ କରିଦେଇଛନ୍ତି । ଖୋଜି ଖୋଜି ହିନ୍ଦୁଙ୍କ ଉପରେ ଅତ୍ୟାଚାର ଆରମ୍ଭ କରିଦେଇଛନ୍ତି…
ହାସିନାଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ତସ୍ଲିମା: ମୋତେ ବାହାର କରିଥିଲ ଆଉ ଏବେ…
ଢାକା, ୬।୮: ଚାରିଆଡେ ପୋଡାଜଳା, ହିଂସା ଅରାଜକତାରେ ଜଳୁଛି ବାଂଲାଦେଶ। ଦେଶରେ ଅସମ୍ଭାଳ ସ୍ଥିତି। ପ୍ରଧାନମନ୍ତ୍ରୀ ପଦରୁ ଶେଖ୍ ହାସିନା ଇସ୍ତଫା ଦେଇ ଦେଶ ଛାଡିବା ପରେ ପାର୍ଲାମେଣ୍ଟକୁ ବାଂଲାଦେଶ ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ଭଙ୍ଗ ଘୋଷଣା କରିଛନ୍ତି । ତେବେ…
ରାଜନୀତିକୁ ନ ଫେରିପାରନ୍ତି ଶେଖ ହସିନା; ବଡ଼ ଖୁଲାସା କଲେ ପୁଅ
ନୂଆଦିଲ୍ଲୀ,୫।୮: ବାଂଲାଦେଶ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ପଳାୟନ କରିଥିବା ଶେଖ ହସିନା ରାଜନୀତିକୁ ଫେରିପାରନ୍ତି ନାହିଁ ବୋଲି ତାଙ୍କ ପୁଅ ଏବଂ ପୂର୍ବତନ ମୁଖ୍ୟ ପରାମର୍ଶଦାତା କହିଛନ୍ତି। ଦେଶକୁ ପରିବର୍ତ୍ତନ କରିବା ପାଇଁ ଉଦ୍ୟମ ସତ୍ତ୍ୱେ ତାଙ୍କ ସରକାର…
ହସିନାଙ୍କ ରୁମ୍ରେ ପଶି ଶାଢୀ ନେଇଗଲେ ବିକ୍ଷୋଭକାରୀ, ଖାଇଲେ ବିରିୟାନୀ, ଦେଖନ୍ତୁ ଭିଡ଼ିଓ…
ଢାକା,୫।୮: ଶେଖ ହସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେବା ସହ ଦେଶ ଛାଡିଛନ୍ତି। ଏହି ସମୟରେ ବିକ୍ଷୋଭକାରୀ ଆବାସରେ ପଶି ଭଙ୍ଗାରୁଜା ସହ ଚୋରି କରିଛନ୍ତି। ବିକ୍ଷୋଭକାରୀ ଶେଖ ହସିନାଙ୍କ ରୁମରୁ ତାଙ୍କ ଶାଢୀ ପର୍ଯ୍ୟନ୍ତ ନେଇଯାଇଛନ୍ତି। ଏପରିକି ବାସଭବନରେ ରହିଥିବା…
‘ବିଦାୟ ଭାଷଣ ମଝିରେ ଅଟକି ପଳାୟନ କଲେ …’, ଜାଣନ୍ତୁ କେଉଁ ପରିସ୍ଥିତିରେ ଦେଶ ଛାଡ଼ିଲେ ଶେଖ ହସିନା
ନୂଆଦିଲ୍ଲୀ,୫।୮: ବାଂଲାଦେଶରେ ଶେଖ ହସିନା ସରକାରକୁ କ୍ଷମତାରୁ ହଟାଇ ଦିଆଯାଇଛି। ଛାତ୍ର ବିରୋଧ ହିଂସାତ୍ମକ ରୂପ ନେଇ ପ୍ରଧାନମନ୍ତ୍ରୀ ଶେଖ ହସିନାଙ୍କୁ ଇସ୍ତଫା ଦେବାକୁ ବାଧ୍ୟ କରିଛି ଏବଂ ବର୍ତ୍ତମାନ ସେ ଦେଶ ଛାଡିଛନ୍ତି। ବାଂଲାଦେଶ ସେନା ମୁଖ୍ୟ ଜେନେରାଲ ୱାକର-ଉଜ-ଜମାନ…
Archives


