Tag Archives: Bangladesh

ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ ବାଂଲାଦେଶରେ ପୁଣି ହିଂସା, ଢାକାରେ ବୋମା ବିସ୍ଫୋରଣ

ଢାକା,୨୫।୧୨: ନିର୍ବାସିତ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ନେତା ତାରିକ ରହମାନଙ୍କ ପ୍ରତ୍ୟାବର୍ତ୍ତନ ପୂର୍ବରୁ, ରାଜଧାନୀ ଢାକା ପୁଣି ଥରେ ହିଂସା ବଢି ଯାଇଥିଲା। ଖ୍ରୀଷ୍ଟମାସ ପୂର୍ବ ସାରେ ମୋଗବଜାର ଅଞ୍ଚଳରେ ଏକ କ୍ରୁଡ ବୋମା ବିସ୍ଫୋରଣରେ ଜଣେ ୨୧ବର୍ଷୀୟ ଯୁବକଙ୍କ…

ଜିଦରେ ଅଟଳ ରହିପାରିଲାନି ବାଂଲାଦେଶ, ଏବେ ଭାରତକୁ କହିଲାଣି…

ଢାକା,୨୪।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ଆର୍ଥିକ ପରାମର୍ଶଦାତା ସାଲେହୁଦ୍ଦିନ ଅହମ୍ମଦ ମଙ୍ଗଳବାର (ଡିସେମ୍ବର ୨୩, ୨୦୨୫) କହିଛନ୍ତି ଯେ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ନୂଆଦିଲ୍ଲୀ ସହିତ ବିଗିଡ଼ିଥିବା ସମ୍ପର୍କରେ ଉନ୍ନତି ଆଣିବା ପାଇଁ ପଦକ୍ଷେପ ନେଇଛନ୍ତି ଏବଂ ତାଙ୍କ ପ୍ରଶାସନ…

ଭାରତକୁ ପାକ୍ ନେତାଙ୍କ କ୍ଷେପଣାସ୍ତ୍ର ମାଡ଼ ଧମକ: ବାଂଲାଦେଶ ସହ ସାମରିକ ମେଣ୍ଟ ପାଇଁ ଆହ୍ୱାନ

ଭୁବନେଶ୍ୱର,୨୩।୧୨: ପଡ଼ୋଶୀ ବାଂଲାଦେଶରେ ଜାରି ରହିଥିବା ଅଶାନ୍ତି ଏବଂ ଭାରତ ସହ ବଢୁଥିବା ତିକ୍ତତା ମଧ୍ୟରେ ପାକିସ୍ତାନର ଜଣେ ପ୍ରଭାବଶାଳୀ ନେତା ଭାରତ ବିରୋଧରେ ବିଷୋଦଗାର କରିଛନ୍ତି। ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ଶରିଫଙ୍କ ଦଳର ନେତା କାମ୍ରାନ ସୟିଦ ଉସମାନୀ ଏକ…

ବାଂଲାଦେଶର ଆଉଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି

ଢାକା,୨୩ା୧୨(ପି.ଟି.): ବାଂଲାଦେଶର ଖ୍ୟାତନାମା ଯୁବନେତା ଶରିଫ୍‌ ଓସ୍‌ମାନ ହାଦିଙ୍କୁ ହତ୍ୟା ଘଟଣାର ୪ ଦିନ ପରେ ସୋମବାର ଆଉ ଜଣେ ଛାତ୍ରନେତାଙ୍କ ମୁଣ୍ଡକୁ ଗୁଳି କରାଯାଇଛି। ମୋତାଲେବ ଶିକଦର ୨୦୨୪ର ହିଂସାତ୍ମକ ଛାତ୍ର ଆନ୍ଦୋଳନର ଦ୍ୱିତୀୟ ନେତା। ଗୁରୁତର ଅବସ୍ଥାରେ ତାଙ୍କୁ…

ଭାରତ-ବାଂଲାଦେଶ ସମ୍ପର୍କରେ ତିକ୍ତତା: ଭାରତୀୟଙ୍କ ପାଇଁ ଭିସା ସେବା ବନ୍ଦ କଲା ବାଂଲାଦେଶ

ନୂଆଦିଲ୍ଲୀ/ଢାକା,୨୨।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଦ୍ୱିପାକ୍ଷିକ ସମ୍ପର୍କରେ ବଡ଼ ଧରଣର ଅବନତି ଘଟିଛି। ଗୋଟିଏ ପଟେ ଭାରତ ଚଟ୍ଟଗ୍ରାମରେ ଭିସା ସେବା ସ୍ଥଗିତ ରଖିଥିବା ବେଳେ, ଏହାର ପାଲଟା ଜବାବରେ ବାଂଲାଦେଶ ମଧ୍ୟ ସୋମବାର ଠାରୁ ନୂଆଦିଲ୍ଲୀ ସ୍ଥିତ ନିଜର…

‘ଉସମାନ ହାଦି ଆମ ହୃଦୟରେ ରହିବେ’ ହାଦିଙ୍କ ଶେଷ ଯାତ୍ରାରେ ଯୋଗଦେଇ ୟୁନୁସ କହିଲେ…

ଢାକା,୨୧।୧୨: ବାଂଲାଦେଶର ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଛାତ୍ର ନେତା ଏବଂ ଇନକିଲାବ ମଞ୍ଚର ମୁଖପାତ୍ର ସରିଫ ଓସମାନ ହାଦିଙ୍କ ଆଦର୍ଶକୁ ଆଗକୁ ବଢ଼ାନ୍ତୁ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ହାଦିଙ୍କ ଅନ୍ତିମ ସଂସ୍କାରରେ ଯୋଗ ଦେଇ ୟୁନୁସ କହିଛନ୍ତି…

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର ଏକ ହୃଦୟବିଦାରକ ଘଟଣା ସାମ୍ନାକୁ ଆସିଛି। ସ୍ଥାନୀୟ ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଶନିବାର ଲକ୍ଷ୍ମୀପୁର…

ହିନ୍ଦୁ ଯୁବକଙ୍କ ଉପରେ ଅତ୍ୟାଚାର ମାମଲାରେ ବାଂଲାଦେଶରେ ୭ ଗିରଫ, ବହୁ ଚର୍ଚ୍ଚା ପରେ ଶେଷରେ ନଇଁଲେ ୟୁନୁସ ସରକାର

ଢାକା,୨୦।୧୨: ବାଂଲାଦେଶର ମୈମନସିଂ ଜିଲାରେ ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା ଘଟଣାରେ ୭ ଜଣଙ୍କୁ ଗିରଫ କରାଯାଇଛି। ମଧ୍ୟବର୍ତ୍ତୀକାଳୀନ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ ୟୁନୁସ ଶନିବାର ଏହା ଘୋଷଣା କରି କହିଛନ୍ତି ଯେ ଦୋଷୀମାନଙ୍କୁ ଛଡ଼ାଯିବ ନାହିଁ। ୟୁନୁସ ପ୍ରଶାସନ…

ବାଂଲାଦେଶ ହିଂସାକୁ ନେଇ ବଡ଼ ଚେତାବନୀ ଦେଲେ ଶଶି ଥରୁର! କହିଲେ ଏହା ଭାରତ ପାଇଁ…

ନୂଆଦିଲ୍ଲୀ,୨୦।୧୨: ବରିଷ୍ଠ କଂଗ୍ରେସ ନେତା ଏବଂ ବୈଦେଶିକ ବ୍ୟାପାର ସଂସଦୀୟ ସ୍ଥାୟୀ କମିଟିର ଅଧ୍ୟକ୍ଷ ଶଶି ଥରୁର ବାଂଲାଦେଶରେ ବଢୁଥିବା ରାଜନୈତିକ ସଙ୍କଟ ସମ୍ପର୍କରେ କଡ଼ା ଚେତାବନୀ ଦେଇଛନ୍ତି। ଥରୁର କହିଛନ୍ତି ଯେ ବାଂଲାଦେଶରେ ଗଣତନ୍ତ୍ର କବଳିତ ହେଉଛି, ଯାହା କେବଳ…

ବାଂଲାଦେଶରୁ ଗର୍ଭବତୀ ମହିଳା ତାଙ୍କ ପିଲା ସହ ଭାରତ ଯାତ୍ରା କରିପାରିବେ, ମାନବିକତା ଦୃଷ୍ଟିରୁ ଅନୁମତି ଦେଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩।୧୨: ସୁପ୍ରିମକୋର୍ଟ ମାନବିକତା ଦୃଷ୍ଟିରୁ ବାଂଲାଦେଶର ଜଣେ ଗର୍ଭବତୀ ମହିଳା ଏବଂ ତାଙ୍କ ଆଠ ବର୍ଷର ଝିଅକୁ ଭାରତରେ ପ୍ରବେଶ କରିବାକୁ ଅନୁମତି ଦେଇଛନ୍ତି। ସୂଚନା ଅନୁଯାୟୀ, କିଛି ମାସ ପୂର୍ବରୁ ମହିଳାଙ୍କୁ ସୀମା ପାର କରି ବାଂଲାଦେଶକୁ ପଠାଇ ଦିଆଯାଇଥିଲା।…

ବାଂଲାଦେଶରେ ଦ୍ରୁତ ଗତିରେ ବଢିଚାଲିଛନ୍ତି ‘ଅଣ୍ଡର ଓ୍ବାର୍ଲଡ’ ମାଫିଆ, ଢାକାରେ ବଢୁଛି ଅପରାଧ

ଢାକା,୨।୧୨: ବାଂଲାଦେଶରେ ନିର୍ବାଚନ ପାଖେଇ ଆସୁଛି, କିନ୍ତୁ ଦେଶ ଭିତରେ ଅପରାଧୀ ଗୋଷ୍ଠୀର ବୃଦ୍ଧି ଏବଂ ଅସ୍ତ୍ରଶସ୍ତ୍ରର ବ୍ୟାପକ ଚୋରା ଚାଲାଣ ଏକ ଗମ୍ଭୀର ସୁରକ୍ଷା ଚ୍ୟାଲେଞ୍ଜ ସୃଷ୍ଟି କରିଛି। ୨୦୨୪ ନିର୍ବାଚନର ବ୍ୟାପକ ହିଂସାତ୍ମକ ଆନ୍ଦୋଳନ ସମୟରେ ସୁରକ୍ଷା ବାହିନୀ…

ବାଂଲାଦେଶରେ ୫.୨ ତୀବ୍ରତାର ଭୂକମ୍ପ; କୋଲକାତାରେ ମୃଦୁ ଝଟକା ଅନୁଭୂତ

କୋଲକାତା,୨୧।୧୧: ଶୁକ୍ରବାର ସକାଳୁ ସକାଳୁ ବାଂଲାଦେଶର ଘୋରାଶାଲ ନିକଟରେ ୫.୨ ତୀବ୍ରତା ବିଶିଷ୍ଟ ଭୂକମ୍ପ ଅନୁଭୂତ ହେବା ପରେ ପଶ୍ଚିମବଙ୍ଗର କୋଲକାତା ଏବଂ ଏହାର ଆଖପାଖ ଅଞ୍ଚଳରେ ମୃଦୁ ଝଟକା ଅନୁଭୂତ ହୋଇଛି। ଆମେରିକାର ଭୂତତ୍ତ୍ୱ ସର୍ବେକ୍ଷଣ (USGS) ଅନୁଯାୟୀ, ଭୂକମ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?