ବାଂଲାଦେଶୀ ହିନ୍ଦୁଙ୍କୁ ସ୍ବପ୍ନ ଦେଖାଇଲେଣି ତାରିକ? କହିଲେ ‘I have a dream, ଯେମିତି ୧୯୭୧ରେ ସବୁ ଧର୍ମ ମିଶି… ଢାକା,୨୬।୧୨: ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର କାର୍ଯ୍ୟକାରୀ ଅଧ୍ୟକ୍ଷ ତାରିକ ରହମାନ ଗୁରୁବାର (ଡିସେମ୍ବର ୨୫, ୨୦୨୫) ଦିନ ଲୋକମାନଙ୍କୁ ଶାନ୍ତି ପାଇଁ ଆହ୍ବାନ କରିଥିଲେ। ସେ ଏକ ଅନ୍ତର୍ଭୁକ୍ତ ସମାଜର ତାଙ୍କର ଦୃଷ୍ଟିକୋଣ ଉପସ୍ଥାପନ କରି କହିଥିଲେ ଯେ...