‘ଆସାମରେ ୪୦ ପ୍ରତିଶତ ବାଂଲାଦେଶ ମୁସଲିମ’, ଆଶ୍ଚର୍ଯ୍ୟଜନକ ଦାବି କଲେ ମୁଖ୍ୟମନ୍ତ୍ରୀ ଗୁଆହାଟୀ,୨୭।୧୨: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଏକ କାର୍ଯ୍ୟକ୍ରମରେ ଦାବି କରିଥିଲେ ଯେ ରାଜ୍ୟର ମୋଟ ଜନସଂଖ୍ୟାର ୪୦ ପ୍ରତିଶତ ବାଂଲାଦେଶୀ ମୁସଲମାନ। ସେ କହିଛନ୍ତି ଯେ ୨୦୨୭ ଜନଗଣନା ଏହା ସ୍ପଷ୍ଟ କରିବ। ଗୁଆହାଟୀରେ ଏକ କାର୍ଯ୍ୟକ୍ରମରେ...