ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ
ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ ସ୍ବାସ୍ଥ୍ୟସେବା ବ୍ୟବସ୍ଥା ଉପରେ ଅତ୍ୟଧିକ ଚାପ ପଡ଼ିଛି। ପରିସ୍ଥିତି ଏତେ ଗୁରୁତର ହୋଇପଡ଼ିଛି…

