ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ ବରଗଡ଼,୧୯ା୧(ପ୍ରେମାନନ୍ଦ ଖମାରୀ): ସୋମବାର ସ୍ବାଧୀନତା ସଂଗ୍ରାମୀ ବହ୍ନିକନ୍ୟା ପାର୍ବତୀ ଗିରିଙ୍କ ଜନ୍ମ ଶତବାର୍ଷିକୀ। ଏହି ଅବସରରେ ବରଗଡ଼ରେ ବହ୍ନିକନ୍ୟାଙ୍କ ଜନ୍ମ ଶତବାର୍ଷିକୀକୁ ଜିଲା ପ୍ରଶାସନ ଏବଂ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପାଳନ କରାଯାଉଛି। ସୋମବାର ସକାଳେ ବରଗଡ଼ସ୍ଥିତ ବହ୍ନିକନ୍ୟାଙ୍କ ପ୍ରତିମୂର୍ତ୍ତିରେ...